
ମେଣ୍ଟ ଚର୍ଚ୍ଚା: ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ
Bhubaneswar: ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଂଟ ଚର୍ଚ୍ଚା ଆଜି ପୁଣି ଥରେ ନୂଆମୋଡ଼ ନେଇଛି । ମେଂଟକୁ ନେଇ ଗତ ଦୁଇଦିନ ଧରି ଚାଲିଥିବା ରାଜନୀତିକ ହଟଚମଟ ଓ ସମ୍ଭାବ୍ୟ ମେଂଟ ଚର୍ଚ୍ଚାରେ ପୁଣିଥରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି








