
ଭକ୍ତଦାସ ଓଡିଶା କଂଗ୍ରେସ ସଭାପତି
କଳାହାଣ୍ଡି,୧୧।୨(ପ୍ୟାରିଲାଲ ଦୁର୍ଗା): ଲମ୍ଭା ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ମୁଖିଆ ନିଯୁକ୍ତ କରିଛନ୍ତି। ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ମଙ୍ଗଳବାର ଏଆଇସିସି ପକ୍ଷରୁ








