ରାଜନୀତି

ମୁଖ୍ୟ ଖବର

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୁଜିତ କୁମାର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୁଜିତ କୁମାର । ବିଜୁ ଜନତା ଦଳ

Read More »
ମୁଖ୍ୟ ଖବର

ସୋହେଲାରେ ଚାଷୀ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବରଗଡ଼: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବରଗଡ଼ ଜିଲ୍ଲା ସୋହେଲାର ଇଚ୍ଛାପାଲି ପଡ଼ିଆଠାରେ ଆୟୋଜିତ ଚାଷୀ ସମାବେଶରେ ଚାଷୀଙ୍କୁ ୮୦୦ ଟଙ୍କାର ବୋନସ୍ ପ୍ରଦାନ କରାଯିବାର କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅବସରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ,

Read More »
ରାଜନୀତି

ବିକାଶର ରିପୋର୍ଟ କାର୍ଡ ପ୍ରଦାନ କଲେ ସରପଞ୍ଚ

ଭୁବନେଶ୍ୱର: ଜୟଦେବ ନିର୍ବାଚନ ମଣ୍ଡଳୀରେ ପ୍ରଥମ ଥର ପାଇଁ ସରପଞ୍ଚ ନିଜର ରିପୋର୍ଟ କାର୍ଡ ଉପସ୍ଥାପନ କରିଛନ୍ତି। ବାଲିଅନ୍ତା ବ୍ଲକ ଉମାଦେଇବ୍ରହ୍ମପୁର ପଞ୍ଚାୟତର‌ ସରପଞ୍ଚ ଭାବେ ରମାଲତା ନାୟକ ନିର୍ବାଚିତ ହେବା ପରେ ୨ ବର୍ଷ ୮ ମାସ ମଧ୍ୟରେ ସେ

Read More »
ମୁଖ୍ୟ ଖବର

ସ୍ୱତନ୍ତ୍ର ଯୋଜନାରେ ମିଳିବ ଶସ୍ତା ଅଟା-ଚାଉଳ

New Delhi: ବଜାର ଦରଠାର ୁ କମ୍ ଦାମ୍‌ରେ ଦେଶବାସୀଙ୍କୁ ଅଟା ଏବଂ ଚାଉଳ ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର ଏକ ନୂତନ ଯୋଜନା ଆରମ୍ଭ କରିଛନ୍ତି। ଦରଦାମ୍ ବୃଦ୍ଧି ଏବଂ ଧାନ ଓ ଗହମର ମୂଲ୍ୟକୁ ନିୟନ୍ତ୍ରଣ

Read More »
ମୁଖ୍ୟ ଖବର

ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀ ମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ

Read More »
ମୁଖ୍ୟ ଖବର

ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ; ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବୁ

Bhubaneswar: ଆଜି ସାରା ଦେଶ ପାଳନ କରୁଛି ୭୮ତମ ସ୍ୱାଧୀନତା ଦିବସ। ଏହି ଅବସରରେ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ  ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ

Read More »
ମହାନଗର

ଆଜି ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ

Read More »
ମହାନଗର

ଓଟିଡିସି ଅଧ୍ୟକ୍ଷ ଲେନିନ୍‌ ମହାନ୍ତି ଇସ୍ତଫା ଦେଲେ

ଭୁବନେଶ୍ୱର: ଓଡ଼ିଶା ପର୍ୟ୍ୟଟନ ଉନ୍ନୟନ ନିଗମ(ଓଟିଡିସି)ର ଅଧ୍ୟକ୍ଷ ତଥା ବିଜୁ ଜନତା ଦଳର ମୁଖପାତ୍ର ଲେନିନ୍‌ ମହାନ୍ତି ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ୨୦୨୨ରେ ଅଧ୍ୟକ୍ଷ ପଦରେ ଅବସ୍ଥାପିତ ହୋଇଥିଲେ। ରାଜ୍ୟରେ ସରକାର ପରିବର୍ତ୍ତନ ହେବା ପରେ ସେ ଓଟିଡିସି

Read More »
ମହାନଗର

ଇସ୍ତଫା ଦେଲେ ସୁରେଶ ମହାପାତ୍ର ଓ ଆର୍ ବାଲକ୍ରିଷ୍ଣନ

ଭୁବନେଶ୍ୱର: ଚଳିତ ସାଧାରଣ ନିର୍ବାଚନରେ ବିଜେଡି ହାରିବା ପରେ ମୁଖ୍ୟମନ୍ତ୍ରୀ ପଦରୁ ନବୀନ ପଟ୍ଟନାୟକ ୫ ତାରିଖରେ ଇସ୍ତଫା ଦେଇଛନ୍ତି । ତାଙ୍କ ସହ ଏବେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନିଯୁକ୍ତ ଅନେକ ବରିଷ୍ଠ ଅଫିସର ଇସ୍ତଫା ଦେବା ଆରମ୍ଭ କରିଛନ୍ତି ।

Read More »
ମୁଖ୍ୟ ଖବର

ଭୋଟ୍ ଦେଲେ ରାଷ୍ଟ୍ରପତି

ଆଜି ଷଷ୍ଠ ପର୍ୟ୍ୟାୟ ନିର୍ବାଚନରେ ମୋଟ ୫୮ଟି ଆସନ ପାଇଁ ଚାଲିଛି ମତଦାନ। I ୬ଟି ରାଜ୍ୟ ଏବଂ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳର ଜନତା ମତସାବ୍ୟସ୍ତ କରୁଥିବା ବେଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ମତଦାନ କରିଛନ୍ତି । ସେ ଦେଶର

Read More »

You cannot copy content of this page