ରାଜନୀତି

ମୁଖ୍ୟ ଖବର

୬ ଲୋକସଭା କ୍ଷେତ୍ରର ନିର୍ବାଚନ ସମୟ ପ୍ରକାଶ

ଭୁବନେଶ୍ୱର: ପ୍ରକାଶ ପାଇଲା ୬ ଲୋକସଭା କ୍ଷେତ୍ରରେ ନିର୍ବାଚନ ସମୟ। କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏ ମତଦାନ ସାବ୍ୟସ୍ତ କରିବେ ଭୋଟର୍। ସମ୍ବଲପୁର ଲୋକସଭା କ୍ଷେତ୍ରର ବିଭିନ୍ନ ବିଧାନସଭା

Read More »
ମୁଖ୍ୟ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ୍ ପ୍ରଧାନ

ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ୍ ପ୍ରଧାନ । ଏବେ ନିର୍ବାଚନ ମାହୋଲ ଚାଲିଥିବାବେଳେ କଂଗ୍ରେସକୁ ଲାଗିଛି ବଡ଼ ଝଟକା । ଲୋକସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ଲାଗିଛି ବଡ଼ ଝଟକା । ତେବେ ଦଳ ଦୁଲାଲଙ୍କ ଠାରୁ ଟିକେଟ

Read More »
ରାଜନୀତି

ସୋନପୁରରେ ଅମିତ ଶାହାଙ୍କ ବିଶାଳ ସମାବେଶ

ସୋନପୁର: ସୋନପୁରରେ ଅମିତ ଶାହା କଲେ ବିରାଟ ସଭା କରିଛନ୍ତି । ଏହି ନିର୍ବାଚନୀ ସଭାରେ ସେ କଂଗ୍ରେସ ଓ ବିଜେଡିକୁ ଟାର୍ଗେଟ୍ କରିଛନ୍ତି । ଅମିତ୍ ଶାହା ସୋନପୁର ମଞ୍ଚରୁ ବିଜେଡିକୁ ଟାର୍ଗେଟ୍ କରି ଖଣି, ପାଣି ଓ ଅଫିସର

Read More »
ମହାନଗର

ହିଞ୍ଜିଳିକାଟୁରେ ନବୀନ

ହିଞ୍ଜିଳିକାଟୁ: ହିଞ୍ଜିଳିକାଟୁରେ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିରେ ଜନସାଧାରଣଙ୍କୁ ସମ୍ବୋଧନ କରି କହିଛନ୍ତି, ଆପଣଙ୍କ ସ୍ନେହ, ସମର୍ଥନ ପାଇଁ ଚିର ଋଣୀ। ଓଡ଼ିଶାର ସାଢ଼େ ୪

Read More »
ମହାନଗର

ନିର୍ବାଚନ ଲଢିପାରିବେନି ମୋକିମ, ନିର୍ବାଚନକୁ ଓହ୍ଲାଇଲେ ଝିଅ!

କଟକ: ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ ବିଭିନ୍ନ ଦଳର ପ୍ରାର୍ଥୀ ଘୋଷଣା ରାଜନୀତିକୁ ଆହୁରି ଉଷ୍ମ କରୁଛି। ଏପଟରେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ମିଳିଛି । ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।

Read More »
ରାଜନୀତି

ଗଞ୍ଜାମରୁ ମୁଖ୍ୟମନ୍ତ୍ରୀ କରିବେ ନିର୍ବାଚନ ପ୍ରଚାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଗସ୍ତ କରି ପ୍ରଥମ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ । ବୁଧବାର ଗଞ୍ଜାମ ଜିଲ୍ଲାରୁ ମୁଖ୍ୟମନ୍ତ୍ରୀ ଆରମ୍ଭ କରିବେ ନିର୍ବାଚନୀ ପ୍ରଚାର । ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ପ୍ରଥମେ ହିଞ୍ଜିଳି ଏବଂ

Read More »
ମହାନଗର

ବିଜେଡିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ; ୪୦ ଜଣଙ୍କ ମଧ୍ୟରେ ଅଛନ୍ତି ଶ୍ରୀମୟୀ, ଚିରଞ୍ଜୀବ ଓ ଅମରେଶ

ଆଜି ତା’ର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେମତ ୪୦ ଜଣଙ୍କ ନାଁ ରହିଛି। ସେମାନଙ୍କ ମଧ୍ୟରେ ଏଥର ଟିକେଟ ନ ପାଇ ଅସନ୍ତୁଷ୍ଟ ଥିବା କେତେ ଜଣ

Read More »
ମହାନଗର

ବିଧାନସଭା ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ

ରାଜ୍ୟରେ ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ଜାରି ସହ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି ।ବିଧାନସଭା ପାଇଁ ୪ ଲୋକସଭା ଓ ୨୮ ବିଧାନସଭା ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହୋଇଛି I ବିଧାନସଭାରେ

Read More »
ମହାନଗର

‍ବିଜେଡିରେ ମିଶିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜୁ ଜନତା ଦଳ (ବିଜେଡି)ରେ ଯୋଗ ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେଡିରେ ଯୋଗ ଦେବା ପରେ ବର୍ଷା କହିଥିଲେ, ମୁଁ

Read More »
ମହାନଗର

ବିଜେପିର ପ୍ରାର୍ଥୀ ତାଲିକା ଜାରି

ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା ଜାରି: – ରାଉରକେଲାରୁ ପ୍ରାର୍ଥୀ ହେଲେ ଦିଲ୍ଲୀପ ରାୟ, ପାଟଣା- ଅଖିଲ ଚନ୍ଦ୍ର ନାୟକ, ସାରସକଣା- ଭାଦବ ହାଁସଦା, ରାଇରଙ୍ଗପୁର- ଜୋଲେନ ବରଦା, ବାଙ୍ଗିରିପୋଷି- ସଞ୍ଜଳୀ ମୁର୍ମୁ, କରଞ୍ଜିଆ- ପଦ୍ମଚରଣ ହାଇବ୍ରୁ, ଝରିଗାଁ- ନରସିଂହ ଭତ୍ରା,

Read More »

You cannot copy content of this page