
ବଡ଼କୁଳ ହାଇସ୍କୁଲରେ ବାଲୁଗାଁ ପୋଲିସର ସଚେତନତା ଶିବିର ଅନୁଷ୍ଠିତ
ବାଲୁଗାଁ, ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ବାଲୁଗାଁ ଥାନା ପକ୍ଷରୁ ବଡ଼କୁଳ ହାଇସ୍କୁଲରେ ଏକ ସ୍ୱତନ୍ତ୍ର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବାଲୁଗାଁ ଥାନା ଆଇଆଇସି ନିଜେ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ । ଛାତ୍ରଛାତ୍ରୀମାନଙ୍କୁ ନିଶା








