
ଓଡିଶା ସାମ୍ବାଦିକ ୟୁନିଅନ୍ (ଓୟୁଜେ) ର ୫୩ତମ ପ୍ରତିଷ୍ଠା ଦିବସ ରେ ସମ୍ମାନିତ ହେଲେ ବିନ୍ଦୁ ମହାନନ୍ଦ
କଳାହାଣ୍ଡି ,୨୨|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଭୁବନେଶ୍ବର ସ୍ଥିତ ଜୟଦେବ ଭବନ ଠାରେ ଅନୁଷ୍ଠିତ ଓଡିଶା ସାମ୍ବାଦିକ ୟୁନିଅନ୍ (ଓୟୁଜେ) ର ୫୩ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର








