
ଆଜି ପବିତ୍ର ଜନ୍ମାଷ୍ଟମୀ, ପୁରପଲ୍ଲୀ କୃଷ୍ଣମୟ
ଆଜି ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ସାରା ଦେଶରେ ଆଜି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହର ସହ ପାଳିବେ ନନ୍ଦଲାଲାଙ୍କ ଜନ୍ମୋତ୍ସବ। ମଥୁରା ଓ ବୃନ୍ଦାବନରେ ଭକ୍ତିମୟ ପରିବେଶରେ ମହାପ୍ରଭୁଙ୍କ ଆବାହନ କରାଯିବ। ଆଜି ପୁରୀ







