
ନେହେରୁ ଯୁବ ପ୍ରତିଷ୍ଠାନର ୫୩ତମ ପ୍ରତିଷ୍ଠା ଦିବସ ପାଳିତ
ଭୁବନେଶ୍ୱର: ଯୁବ ସାଂସ୍କୃତିକ ଅନୁଷ୍ଠାନ ନେହେରୁ ଯୁବ ପ୍ରତିଷ୍ଠାନର ୫୩ତମ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି,ଗତ ୨ ତାରିଖ ସନ୍ଧ୍ୟାରେ ଅନୁଷ୍ଠାନ ପରିସରରେ ପ୍ରତିଷ୍ଠାନର ସଭାପତି ସହଦେବ ଜୟସିଂହଙ୍କ ଅଧ୍ୟକ୍ଷତା ଓ କାର୍ଯ୍ୟକାରୀ ସଦସ୍ୟା ମିନତି ଦାଶଙ୍କ ସଂଯୋଜନାରେ ଆୟୋଜିତ