ରାଜ୍ୟ

ମନୋରଞ୍ଜନ

ବାଳକାଟି ପଞ୍ଚୁଦୋଳ ମେଳଣ ଉଦଯାପିତହରିହର ଭେଟ ଦେଖିଲେ ୧0 ହଜାର ଶ୍ରଦ୍ଧାଳୁ

ବାଲିଅନ୍ତା,୧୨|୩): ପ୍ରସିଦ୍ଧ ବାଳକାଟି ପଞ୍ଚୁଦୋଳ ମେଳଣ ଗୁରୁବାର ଉଦଯାପିତ ହୋଇଯାଇଛି । ଏହି ଅବସରରେ ସକାଳୁ ସକାଳୁ ଶ୍ରଦ୍ଧାଳୁ ଭକ୍ତ ହାତରେ ରଙ୍ଗବେରଙ୍ଗର ଅବିର ଓ ଫୁଲ ଧରି ବିମାନରେ ବସିଥିବା ଦିଅଁଙ୍କୁ ପ୍ରଦାନ କରିବା ସହ ଦୀପ ଜାଳି ପୂଜାର୍ଚ୍ଚନା

Read More »
ମହାନଗର

ଭରତପୁର ତାରିଣୀ ହାଟ ବେଆଇନ ଦୋକାନ ଉଛେଦ ପାଇଁ ଆନ୍ଦୋଳନ ସହ ଆଇନଗତ ଲଢେଇ କରିବ ଭୁବନେଶ୍ୱର ଉନ୍ନୟନ ପରିଷଦ

ଭୁବନେଶ୍ୱର: ତା ୧୨ ରିଖ ଭୁବନେଶ୍ୱର ମହାନଗର ନିଗମ ଭରତପୁର ଜୋକଲାଣ୍ଡି ମୌଜାର ତାରିଣୀ ହାଟରେ ନୂତନ ମାଛ ମାର୍କେଟ ନିର୍ମାଣ ଆଳରେ ପ୍ରାୟ ୩୦ ଜଣ ଗରିବ ଛୋଟ ଛୋଟ ଦୋକାନୀଙ୍କ ଦୋକାନ ଘର ଭାଙ୍ଗି ଦେଇଛି । ଗରିବ

Read More »
ବିଶେଷ

ଗ୍ୟାସ୍ କଳାବଜାରୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଦେ୍ର୍ଦଶ

ସାରା ଦେଶରେ ଏଲପିଜି ସିଲିଣ୍ଡର ଯୋଗାଣକୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଭିତରେ କେନ୍ଦ୍ର ସରକାର ଏହାକୁ ନେଇ ଆତଙ୍କିତ ନ ହେବାକୁ ପରାମର୍ଶ ଦେଇଛନ୍ତି । କେନ୍ଦ୍ର ତୈଳ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା

Read More »
ବିଶେଷ

ଘର୍ଲାଜୋର ପୋଲ ତଳକୁ ଖସିଲା ବାଇକ :୩ ଗୁରୁତର ଥିବାବେଳେ ଜଣେ ମୃତ

କଳାହାଣ୍ଡି,୧୨|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜ଼ିଲ୍ଲା କଲମପୁର-ଜୁନାଗଡ଼ ମୁଖ୍ୟ କଲମପୁର ଘର୍ଲାଯୋର ନିକଟରେ ଗତ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି ।

Read More »
ବିଶେଷ

ଟ୍ରାଫିକ ନିୟନ୍ତ୍ରଣ ପାଇଁ ଡିଏସପି ଙ୍କୁ ଦେଲେ ଦାବିପତ୍ର

କଳାହାଣ୍ଡି,୧୧|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜିଲ୍ଲାର ଜୁନାଗଡ଼ ସହରରେଦିନକୁ ଦିନ ବଢୁଥିବା ଟ୍ରାଫିକ ଜାମ୍ ଓ ସଡ଼କ ସୁରକ୍ଷା ସମସ୍ୟାକୁ ନେଇ ମିଳିତ କ୍ରିୟାନୁଷ୍ଠାନ କର୍ମିଟି ପକ୍ଷରୁ ଧର୍ମଗଡ଼ ଉପଖଣ୍ଡ ପୁଲିସ ଅଧିକାରୀ ସୁଶ୍ରୀ ଭର୍ଷିଥା ଅଡେପୁ (ଆଇପିଏସ) ଙ୍କୁ ଏକ

Read More »
ବିଶେଷ

ଆଙ୍କୁଲାଚ଼ଟିରେ ସପ୍ତଦୋଳ ମେଳଣ ସମାପନ

ଚିଲିକା:ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଆଙ୍କୁଲାଚଟି ସପ୍ତଦୋଳ ମେଳଣ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଅଛି ପ୍ରସିଦ୍ଧ ସପ୍ତଦୋଳ ମେଳଣ । ପୌରାଣିକ ତଥା ଐତିହାସିକ ଶୋଲରି ପାହାଡ଼ର ପାଦଦେଶରେ କାହିଁ କେଉଁ କାଳରୁ ପାଳନ ହୋଇ ଆସୁଛି ଏହି ସପ୍ତଦୋଳ ମେଳଣ ଯାତ୍ରା।

Read More »
ବିଶେଷ

ସାହିତ୍ୟ ସିନ୍ଦୁରା ପାଳିଲା ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ଦିବସ

ଚିଲିକା:ବାଣପୁର ଚିଲିକା ଅଞ୍ଚଳ ର ଅଗ୍ରଣୀ ସାହିତ୍ୟ ଓ ସାଂସ୍କୃତିକ ସଂଗଠନ ସାହିତ୍ୟ ସିନ୍ଦୁରା ପକ୍ଷରୁ ୧୩ଶ ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ଦିବସ ବାଣପୁର ଵିଧାରପୁରସ୍ଥିତ ଶୁଭ କଲ୍ୟାଣ ମଣ୍ଡପ ପରିସରରେ ବହୁ ସାରସ୍ଵତ ଓ ସଂସ୍କୃତି ସମ୍ପନ୍ନ ବ୍ୟକ୍ତି

Read More »
ରାଜ୍ୟ

ଶିକ୍ଷାବିତ ଉତ୍କଳ ରତ୍ନ ଶତ୍ରୁଘ୍ନ ନାଥ ଙ୍କ ଶ୍ରାଦ୍ଧ ଦିବସ ପାଳନ

ଭୁବନେଶ୍ଵର ତା ୧୦।୩ , ଶହୀଦ ନଗର ଶିକ୍ଷାବିତ ପ୍ରଫେସର ଶତୃଘ୍ନ ନାଥ ମାର୍ଗ ସ୍ଥିତ ପ୍ରତିମୂର୍ତ୍ତି ନିକଟ ରେ ପ୍ରଫେସର ଶତୃଘ୍ନ ନାଥ ୨୦ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇ ଯାଇଛି।ଏହି ପୂଜ୍ୟ ପୂଜା ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଆଞ୍ଚଳିକ

Read More »
ମହାନଗର

ପୁଣି କଳାପତାକା ଧରିବ ଭାଷା ଆନ୍ଦୋଳନ

ଭୁବନେଶ୍ୱର – 10/03 ଆଜି ବିଧିବଦ୍ଧ ଭାବେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ମୁଖ୍ୟଶାସନ ସଚିବଙ୍କୁ ଦାବି ପତ୍ର ପ୍ରଦାନ କଲା ଭାଷା ଆନ୍ଦୋଳନ,ଓଡ଼ିଶା | ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ଓ ଭାଷା ଆଇନ ଖିଲାପ କାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

Read More »
ମନୋରଞ୍ଜନ

୧୫ତମ ଜଗବନ୍ଧୁ ସ୍ୱାଇଁ ଓ ପ୍ରଥମ ଆୟୁଷ ସ୍ୱାଇଁ ମେମୋରିଆଲ୍ ଉଦ୍‌ଘାଟିତ

।ବାଲିଅନ୍ତା ୧୦/୦୩: – ଭୁବନେଶ୍ୱର ବ୍ଳକ୍ ଅନ୍ତର୍ଗତ ବାଙ୍କୁଆଳ ଖେଳପଡ଼ିଆ ରେ ୧୫ତମ ଜଗବନ୍ଧୁ ସ୍ୱାଇଁ ଓ ପ୍ରଥମ ଆୟୁଷ ସ୍ୱାଇଁ ମେମୋରିଆଲ୍ ଉଦ୍‌ଘାଟିତ ହୋଇ ଯାଇଛି। ଏହି ଅବସରରେ ମୁଖ୍ୟଅତିଥି ଭାବେ ବାଙ୍କୁଆଳ ଗ୍ରାମ୍ୟ କମିଟି ମୁଖ୍ୟ ଉପଦେଷ୍ଟା ଖିରୋଦ

Read More »

You cannot copy content of this page