ରାଜ୍ୟ

ରାଜ୍ୟ

ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ପାଳିତକଳା, ଭାଷା ଓ ସଂସ୍କୃତିର ପ୍ରଚାର-ପ୍ରସାରରେ ଗୁରୁ ଭଗବାନଙ୍କ ଅବଦାନ ସ୍ମରଣ

ଧର୍ମଗଡ଼, ୭/୯/୨୦୨୬:(ଜନ୍ମେଜୟ ନାଏକ)ଧର୍ମଗଡ଼ ଅନ୍ତର୍ଗତ ଡୁମେରଗୁଡ଼ା ଠାରେ ମାଁ ବସ୍ତରେନ କଳା ପରିଷଦ ଆନୁକୂଲ୍ୟରେ ପଶ୍ଚିମ ଓଡ଼ିଶାର ଭାଷା, କଳା ଓ ସଂସ୍କୃତିର ଅନନ୍ୟ ପ୍ରଚାରକ ତଥା ନାଟ୍ୟ ବ୍ରହ୍ମର୍ଷି ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଶ୍ରଦ୍ଧା ଓ ସମ୍ମାନର ସହ

Read More »
ମହାନଗର

‘ଶିବମ୍ ଶିକ୍ଷାନୁଷ୍ଠାନ “ରେ ଗୁରୁଦିବସ ପାଳନ/ମା, ମାଟି ଓ ମାତୃଭାଷା ପାଇଁ କାର୍ଯ୍ୟ କରନ୍ତୁ ଆଜିର ଯୁବପୀଢ଼ି

ଭୁବନେଶ୍ୱର ପ୍ରତିବର୍ଷ ପରି ଚଳିତ ବର୍ଷ “ଶିବମ୍ ଇନଷ୍ଟିଟ୍ୟୁଟ ଅଫ କମ୍ପ୍ୟୁଟର ଏଜୁକେସନ “ରେ ଗୁରୁଦିବସ ପାଳିତ ହୋଇଯାଇଛି l ମହାନ ଶିକ୍ଷାବିତ, ପ୍ରାକ୍ତନ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ତଥା ଭାରତରତ୍ନ ଡ଼ଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସ ଫୋଟୋ ଚିତ୍ରରେ ମାଲ୍ୟାର୍ପଣ

Read More »
ମହାନଗର

ସମସ୍ୟାରେ ଜର୍ଜରିତ ପୁରୀ ରେଡ଼କ୍ରସ, ସମାଧାନ କେବେ?ବୈଠକ ଅନୁଷ୍ଠିତ

ପୁରୀ, ୬/୯: ସମୁଦ୍ର କୂଳରେ ଗାନ୍ଧୀପାର୍କ ରେ ପୁରୀ ରେଡକ୍ରସ୍ ର ସମସ୍ତ ଆଜୀବନ ସଦସ୍ୟ ଓ ସଦସ୍ୟା ମାନଙ୍କ ର ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ଶହେ ରୁ ଅଧିକ ପୁରୀ ରେଡକ୍ରସ୍ ର ସଦସ୍ୟ ଓ

Read More »
ରାଜ୍ୟ

ପୁରସ୍କାର ବିତରଣ ଉତ୍ସବ

ଭଦ୍ରକ: ଅଖିଳ ବିଶ୍ୱ ଗାୟତ୍ରୀ ପରିବାର, ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଭାରତୀୟ ସଂସ୍କୃତି ଜ୍ଞାନ ପରିପୋଷଣ ପାଇଁ ପଞ୍ଚମ ଶ୍ରେଣୀରୁ ମହାବିଦ୍ୟାଳୟ ପର୍ୟ୍ୟନ୍ତ ପ୍ରତିବର୍ଷ ଭାରତୀୟ ସଂସ୍କୃତି ଜ୍ଞାନ ପରୀକ୍ଷା କରି ଜିଲ୍ଲାସ୍ତରୀୟ କୃତ୍ତୀଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରେ I

Read More »
ରାଜ୍ୟ

ବୋଲଗଡ଼ ବ୍ଲକସ୍ତରୀୟ ଅବସର ପ୍ରାପ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଶିକ୍ଷା କର୍ମଚାରୀମାନଙ୍କୁ ସମ୍ବଦ୍ଧନା

ଚିଲିକା, ୬।୯: ବୋଲଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ୱାଇଁଙ୍କ ସଭାପତିତ୍ୱରେ ଓ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଲୋକନାଥ ସାହୁଙ୍କ ଆବାହକତ୍ୱରେ ପବିତ୍ର ଗୁରୁଦିବସ ଉପଲକ୍ଷେ ଅବସରପ୍ରାପ୍ତ ବ୍ଲକ ସ୍ତରୀୟ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀମାନଙ୍କର ସମ୍ବର୍ଦ୍ଧନା ଉତ୍ସବ

Read More »
ମହାନଗର

ବନ୍ୟା ଯୋଦ୍ଧା ସମ୍ମାନ ପ୍ରଦାନଆଶାର ଦିଶା ଫାଉଣ୍ଡେସନ ର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର; ଜୟଦେଵ ଭବନ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି ଆଶାର ଦିଶା ଫାଉଣ୍ଡେସନର ନବମ ବାର୍ଷିକ ଉତ୍ସବ । ଏହି ସଂଗଠନ କର୍କଟ ପିଡୀତଙ୍କ ଉଦ୍ଦେଶ୍ୟରେ ସମାଜମଙ୍ଗଳ ହୁଣ୍ଡି ମାଧ୍ୟମରେ ଅନେକ କର୍କଟ ପିଡୀତଙ୍କ ମୁହଁରେ ହସ ଫୁଟେଇ ପାରିଛି । ଚଳିତ

Read More »
ରାଜ୍ୟ

ଜଙ୍ଗଲ ଜମିରେ ‘ଅଫିସ୍‌’—ଶେଷରେ ଚାଲିଲା ବୁଲଡୋଜର…

ରାଉରକେଲା ସର୍କିଟ୍‌ ହାଉସ୍‌ ବନ୍ଧୁକ ଓ ଗ୍ୟାଙ୍ଗ୍‌ ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରକାଶ ପାଶୱାନଙ୍କ ସହ ସମ୍ପର୍କିତ ଅବୈଧ ନିର୍ମାଣକୁ ଭାଙ୍ଗିଛି ବନ ବିଭାଗ।ଦୁର୍ଗାପୁର ସଂରକ୍ଷିତ ଜଙ୍ଗଲ ଜମିରେ ନିର୍ମାଣ ହୋଇଥିବା ଏକ କଂକ୍ରିଟ୍‌ ଅଫିସ୍‌ ଉପରେ ଶେଷରେ ଚାଲିଛି ପ୍ରଶାସନର

Read More »
ରାଜ୍ୟ

ଜାଗୃତିକା ତରଫରୁ ନନ୍ଦ ଉତ୍ସବ ପାଳିତ ।

ଚିଲିକା, ୫ ।୯: ପ୍ରତିବର୍ଷ ପରି ଚଳିତ ବର୍ଷ ନାଚୁଣୀସ୍ଥ ଅଗ୍ରଣୀ ସାହିତ୍ୟ, ସଂସ୍କୃତି ଓ ସାମାଜିକ ଅନୁଷ୍ଠାନ ଜାଗୃତିକା ତରଫରୁ ‘ଆଶିଷ ଭବନ’ ଠାରେ ନନ୍ଦ ଉତ୍ସବ ପାଳିତ ହୋଇଯାଇଅଛି । ଯୁବଜ୍ୟୋତି ହାଇସ୍କୁଲର ପ୍ରଧାନ ଶିକ୍ଷକ ଆଶିଷ କୁମାର

Read More »
ରାଜ୍ୟ

୧୨ ଜଣ ଶିକ୍ଷକ ପାଇଲେ ଜୟଦେବ ଶିକ୍ଷକ ସମ୍ମାନ ୨୦୨୬

ବାଲିଅନ୍ତା ୦୫/୦୯( ଗୋବର୍ଦ୍ଧନ ଦାସ):-ଶାନ୍ତିସ୍ତୁପ, ଗ୍ରୀନ ଜୟଦେବ ଟ୍ରଷ୍ଟ ଏବଂ ନିର୍ମାଣ ଶିକ୍ଷା ଅନୁଷ୍ଠାନର ମିଳିତ ସହଯୋଗରେ ପବିତ୍ର ଗୁରୁ ଦିବସ ଅବସରରେ ନିର୍ମାଣ କଲେଜ ଅଡିଟୋରିୟମରେ ‘ଜୟଦେବ ଶିକ୍ଷକ ସମ୍ମାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଶାନ୍ତିସ୍ତୁପର ମୁଖ୍ୟ ରଞ୍ଜନ ମହାପାତ୍ରଙ୍କ ସଭାପତିତ୍ୱରେ

Read More »
Uncategorized

କୁମାଣ୍ଡଳ ଯୁବ ଜ୍ୟୋତି ହାଇସ୍କୁଲରେ ଗୁରୁଦିବସ ପାଳିତ

ଚିଲିକା, ୫ । ୯: ଚିଲିକା ବ୍ଲକ ଅନ୍ତର୍ଗତ କୁମାଣ୍ଡଳସ୍ଥ ଯୁବଜ୍ୟୋତି ହାଇସ୍କୁଲ ଠାରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ‘ଗୁରୁଦିବସ’ ପାଳିତ ହୋଇଯାଇଅଛି । ପ୍ରାରମ୍ଭରେ ଅତିଥିମାନେ ବିଶିଷ୍ଟ ଦାର୍ଶନିକ ତଥା ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ତୈଳଚିତ୍ରରେ ଧୂପ

Read More »

You cannot copy content of this page