
ପେହେଲଗାମ ନରସଂହାର ଘଟଣାକୁ ବ୍ରାହ୍ମଣସମାଜ ଓ ହିନ୍ଦୁଏକତା ମଞ୍ଚର ତୀବ୍ରନିନ୍ଦା
ବଲାଙ୍ଗିର: ଗତ ୨୨ ତାରିଖରେ ଜାମୁକାଶ୍ମିରର ପେହେଲଗାମଠାରେ ପାକିସ୍ଥାନୀ ଆତଙ୍କବାଦୀ ଙ୍କ ଆକ୍ରମଣରେ ୨୬ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା। ଆତଙ୍କବାଦୀଙ୍କ ଏଭଳି ବର୍ବର ନରସଂହାରକୁ ବିଭିନ୍ନସଂଗଠନ ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି। ବଲାଙ୍ଗୀର ଜିଲ୍ଲା ବ୍ରାହ୍ମଣ ସମାଜ ଓ ହିନ୍ଦୁ ଏକତାଞ୍ଚ








