
ଓଡ଼ିଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ
ଭୁବନ: ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ତ ଅନ୍ତର୍ଗତ ଓଡ଼ିଶ ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉତ୍ସବ ଖୁବ୍ ଧୂମଧାମରେ ତଥା ଉତ୍ସାହର ସହକାରେ ପାଳନ କରାଯାଇଥିବା ଦେଖିବାକୁ ମିଳିଛି। ଉକ୍ତ ବିଦ୍ୟାଳୟରେ ଦୁଇ ଦିନ ଧରି ଚାଲିଥିବା








