
ଦି ମଦର ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଜଗନ୍ନାଥ ନଗରସ୍ଥିତ ଦି ମଦର ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଲକ୍ଷ୍ମୀସାଗର ମେଳଣ ପଡିଆଠାରେ ମହା ସମାରୋହ ରେ ଅନୁଷ୍ଠିତ ହୋଇ ଯାଇଛି I ବିଦ୍ୟାଳୟର ପ୍ରତିଷ୍ଠାତା, ବିଶିଷ୍ଟ ଶିକ୍ଷାବିତ, ଭାଷାପ୍ରାଣ, ସମାଜସେବୀ ସ୍ବର୍ଗତ କାଳୀ ପ୍ରସାଦ ସାମନ୍ତରାୟଙ୍କ