
ପିଏମ୍-ବିଦ୍ୟାଲକ୍ଷ୍ମୀକୁ କ୍ୟାବିନେଟ୍ ମଞ୍ଜୁରୀ
ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ନାମକ ଏକ ନୂତନ କେନ୍ଦ୍ରୀୟ କ୍ଷେତ୍ର ଯୋଜନାକୁ ଅନୁମୋଦନ କରାଯାଇଛି । ଏହି ଯୋଜନାର ଉଦ୍ଦେଶ୍ୟ ହେଉଛି ମେଧାବୀ ଛାତ୍ରଛାତ୍ରୀଙ୍କୁ ଅର୍ଥ ସହାୟତା ପ୍ରଦାନ କରିବା ଯାହାଫଳରେ ଅର୍ଥ ଅଭାବ କାରଣରୁ କେହି







