
ଗୋପାଳପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ
କଳାହାଣ୍ଡି,(ପ୍ୟାରିଲାଲ ଦୁର୍ଗାଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଳକ ଅନ୍ତର୍ଗତ ଗୋପାଳପୁର ଗ୍ରାମ ପଞ୍ଚାୟତ ଅଧିନସ୍ଥ ଡାକକୋଟା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ “ବାର୍ଷିକ ଉତ୍ସବ – ୨୦୨୪” ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୂଖ୍ୟ ଅତିଥି ଭାବେ ଥୁଆମୂଳ







