
ଓଡ଼ିଆ ସମ୍ମାନ ପ୍ରକାଶିକାଙ୍କ ବିୟୋଗ
ଭୁବନେଶ୍ୱର: ଓଡ଼ିଆ ଦୈନିକ ମୁଦି୍ରତ ଗଣମାଧ୍ୟମ “ଓଡ଼ିଆର ସମ୍ମାନ”ର ପ୍ରକାଶିକା ତଥା ସମ୍ପାଦକଲିଙ୍ଗରାଜ ମହାନ୍ତିଙ୍କ ଧର୍ମପନôୀ, ବରିଷ୍ଠ ଲେଖିକା, ସମାଜସେବିକା ସଂଯୁକ୍ତା ମହାନ୍ତିଙ୍କ ଏକ ଘରୋଇ ହସ୍ପିଟାଲରେ ୬୫ବର୍ଷ ବୟସରେ ବିୟୋଗ ଘଟିଛି । ମହିଳାମାନଙ୍କ ଉପରେ ହେଉଥିବା ଅନ୍ୟାୟ, ଅତ୍ୟାଚାର





