
ଜଙ୍ଗଲରେ ଅବକାରୀ ବିଭାଗର ଚଢାଉ, ୮୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
ଫିରିଙ୍ଗିଆ: କନ୍ଧମାଳ ଜିଲ୍ଲା ଅବକାରୀ ସ୍ବତନ୍ତ୍ର ସ୍ମାର୍ଡ ଗୋଛପଡ଼ା ଥାନା ଅନ୍ତର୍ଗତ କଞ୍ଜାମାଇ ଗ୍ରାମ ନିକଟରେ ଥିବା ଜଙ୍ଗଲରେ ଚଢ଼ାଉ କରିଛନ୍ତି । ଚଢାଉ କରି ଜଙ୍ଗଲରେ ରଖା ଯାଇଥିବା ୩୪ଟି ଗଞ୍ଜେଇ ଭର୍ତ୍ତି ଜରି ଅଖା ବସ୍ତା ଜବତ କରିଛନ୍ତି








