
ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ
ନୂଆଦିଲ୍ଲୀ: ଆଜି ରାତି ୯ଟା ୫୧ ମିନିଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ନିଶ୍ବାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର
Home // ଦେଶ- ବିଦେଶ // Page 3

ନୂଆଦିଲ୍ଲୀ: ଆଜି ରାତି ୯ଟା ୫୧ ମିନିଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ନିଶ୍ବାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର

ଇସଲାମାବାଦ: ଆଫଗାନିସ୍ତାନରେ ଏୟାର ଷ୍ଟ୍ରାଇକ କରିଛି ପଡୋଶୀପାକିସ୍ତାନ। ପାକିସ୍ତାନୀ ବାୟୁସେନାର ଯୁଦ୍ଧ ବିମାନ ପକ୍ତିକା ପ୍ରଦେଶର ବରମଲ ଜିଲ୍ଲାର ଲମନ ସମେତ ସାତୋଟି ଗାଁକୁ ଟାର୍ଗେଟ କରିଛି। ପାକିସ୍ତାନୀ ଅଧିକାରୀମାନେ ତେହରିକ ତାଲିବାନ ପାକିସ୍ତାନ(ଟିଟିପି)ର ଏକ ତାଲିମ ଶିବିରକୁ ଧ୍ୱଂସ କରି

ନୂଆଦିଲ୍ଲୀ: ସଂସଦର ଉଭୟ ଗୃହରେ ଉତ୍ତେଜନା ଦେଖାଦେଇଛି । ବାବା ସାହେବ ଭୀମରାଓ ଆମ୍ବେଦକର ପ୍ରସଙ୍ଗରେ ଉଭୟ ଗୃହରେ ଉଭୟ କଂଗ୍ରେସ ଏବଂ ଭାଜପା ବିରୋଧ ପ୍ରଦର୍ଶନ କରିଥିଲେ। ଏହି ସମୟ ମଧ୍ୟରେ ମକର ଦ୍ୱାରରେ ଉଭୟ ଦଳର ଏମପିଙ୍କ ମଧ୍ୟରେ

ଗୁଗଲ ମ୍ୟାପ୍ ର ସହାୟତା ନେଇ ବିହାରରୁ ଗୋଆ ଅଭିମୁଖେ ଯାତ୍ରା କରୁଥିବା ଏକ ପରିବାର ଗୁଗଲ୍ ମ୍ୟାପ୍ ଦେଖାଉଥିବା ଭୁଲ ରାସ୍ତାରେ ଯାଇ ଏକ ଘଞ୍ଚ ଜଙ୍ଗଲ ଭିତରକୁ ପଶି ଯାଇଥିବାର ଏକ ଘଟଣା ଏବେ ସାମ୍ନାକୁ ଆସିଛି ।

ବରେଲି: ଗୁଗୁଲ ମ୍ୟାପ୍ ଯୋଗୁଁ ଚାଲିଗଲା ୩ ମୂଲ୍ୟବାନ ଜୀବନ। ଏମିତି ଏକ ଅଭାନୀୟ ଘଟଣା ଘଟିଯାଇଛି ଉତ୍ତର ପ୍ରଦେଶର ବରେଲି ଜିଲ୍ଲାରେ। ସେମାନେ ଗୁଗୁଲ ଦେଖାଉଥିବା ବାଟରେ ଏକ ୱାଗନର୍ କାର ନେଇ ଯାଉଥିବାବେଳେ । ତେବେ ଏହି ବାଟଟି

ହରିଦ୍ୱାର: ଆଜାଦି କା ଅମ୍ରିତ୍ ମହୋତ୍ସବ ଅବସରରେ ଜଳ ଶକ୍ତି ମନ୍ତ୍ରଣାଳୟ ଦ୍ୱାରା ହରିଦ୍ୱାର ଚାନ୍ଦି ଘାଟରେ ନ୍ୟାଶନାଲ ମିଶନ ଫର କ୍ଲିନ ଗଙ୍ଗା ଦ୍ୱାରା “ଗଙ୍ଗା ଉତ୍ସବ ୨୦୨୪” ଆୟୋଜିତ ହୋଇଛି l ଏହି ଉତ୍ସବରେ ଜଣେ ଓଡ଼ିଆ ପୁଅ

ୱାସିଂଟନ: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ଦଳ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ବିପୁଳ ବିଜୟ ହାସଲ କରିଛନ୍ତି। ୨୦୧୬ରେ ଟ୍ରମ୍ପ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ହୋଇଥିଲେ। ୨୦୨୦ ନିର୍ବାଚନରେ ସେ ଡେମୋକ୍ରାଟିକ ଦଳ ପ୍ରାର୍ଥୀ ଜୋ ବାଇଡେନଙ୍କଠାରୁ ହାରିଯାଇଥିଲେ। ଚଳିତ

ନୃତ୍ୟନିପୁଣା ଅନୁଷ୍ଠାନର ନୃତ୍ୟଶିଳ୍ପୀ ସୋନାକ୍ଷୀ ସାହୁ , ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଙ ପ୍ରିୟଙ୍କା ମିଶ୍ରଙ୍କ ଦ୍ଵାରା ମାଲେସିଆର ସିରିଡ଼ି ସାଇ ବାବା କେନ୍ଦ୍ର ଠାରେ ଓଡ଼ିଶୀ ଏବଂ ସମ୍ବଲପୁରୀ ନୃତ୍ୟ ପରିବେଷଣ। ପ୍ରଥମ ପରିବେଷଣ ହୋଇଥିଲା ୨୪

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୋଟିଏ ନିର୍ବାଚନୀ ସଭାରେ ଗୁଳିମାଡ଼ ହୋଇଛି। ପେନସିଲଭେନିଆ ଠାରେ ଟ୍ରମ୍ପ ଗୋଟିଏ ସାଧାରଣ ସଭାକୁ ସମ୍ବୋଧନ କରୁଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଥିଲା। ଗୁଳିଟି ଟ୍ରମ୍ପଙ୍କ ଡାହାଣ ପଟ କାନରେ ମାଡ଼ ହୋଇଛି। ତେବେ

ପଶ୍ଚିମବଙ୍ଗରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ହୋଇଛି। ଏଠାରେ ଟ୍ରାକ୍ ଉପରେ ଠିଆ ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନେକ ଆହତ ହୋଇଥିବା କୁହାଯାଉଛି।ଜଳପାଇଗୁଡି
You cannot copy content of this page