
କଣ୍ଡୁରୀ ମହାଜନ ମେମୋରିଆଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ପବିତ୍ର ଶ୍ରୀପଂଚମୀ ଅବସରରେ ସାମାଜିକ ଅନୁଷ୍ଠାନ “କଣ୍ଡୁରୀ ମହାଜନ ମେମୋରିଆଲ ଟ୍ରଷ୍ଟ’ ର ୧୫ତମ ବାର୍ଷିକ ଉତ୍ସବ ଓ ସଶକ୍ତ ଓଡ଼ିଶା ପକ୍ଷରୁ ଆୟୋଜିତ ମହିଳା ସଶକ୍ତିକରଣ ଅଭିଯାନ ଆଲୋଚନା ଚକ୍ର ଓ ମହିଳାଙ୍କୁ ଦୁଇ ଚକିଆ ଯାନ ପ୍ରଦାନ








