
ବିକାଶଶୀଳ ଓଡ଼ିଶା ଗଠନ ପାଇଁ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ପଦାଙ୍କ ୨୦୩୬ର ଉପାଦାନ ହେଉ।
ଭୁବନେଶ୍ୱର / ପାରାଳାଖେମୁଣ୍ଡି – ୧୪ /୨୬ ବିଶ୍ୱନାଥ ଫଙ୍କସନ ହଲ,ରାଜଦାଣ୍ଡ ସାହି,ପାରଳାଖେମୁଣ୍ଡି ଠାରେ ଭାଷା ଆନ୍ଦୋଳନ, ଓଡ଼ିଶା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାର ଏବଂ ଶବ୍ଦସ୍ପର୍ଶ ମିଳିତ ଆନୁକୁଲ୍ୟରେ ଗଜପତି ଜିଲ୍ଲାରେ ଗଜପତି







