
ମାଟିରେ ମିଶିଲା ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ବର: ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମକୁ ବିଡିଏ ପକ୍ଷରୁ ବୁଲଡୋଜର୍ ଚଢ଼ାଇ ଠିକ୍ ମଧ୍ୟାହ୍ନ ୧୨ଟା ସମୟରେ ବୈକୁଣ୍ଠଧାମ ଆଶ୍ରମକୁ ଭଙ୍ଗାଯାଇଛି। ଖଣ୍ଡଗିରିରେ ୧୪୦ ଡିସିମିଲ୍ ସରକାରୀ ଜମିରେ ବେଆଇନ୍ ନିର୍ମାଣ ହେତୁ ଏହାକୁ ଭଙ୍ଗାଯାଇଥିବା ବିଡିଏ କର୍ତ୍ତୃପକ୍ଷ କହିଛନ୍ତି। ଶୁକ୍ରବାର