
ମହିମା ଆଶ୍ରମର ବାର୍ଷିକ ଉତ୍ସବ
ଭୁବନେଶ୍ୱର: ପ୍ରତିବର୍ଷ ପରି ଚଳିତବର୍ଷ ଫାଲଗୁନ ଶୁକ୍ଳପକ୍ଷ ଦଶମୀରେ ଅନ୍ଧାରୁଆ ଗ୍ରାମ ପ୍ରଭୁଦ୍ଧ ବିହାର ସ୍ଥିତ ମହିମା ଆଶ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ବ୍ରହ୍ମଲୀନ ବ୍ରହ୍ମ ଅବଧୂତ ଜୟକୃଷ୍ଣ ବାବା ମହୋଦୟଙ୍କ ପୂର୍ବ ଆଦେଶ ଅନୁଯାଇ ବ୍ରହ୍ମଅବଧୂତ ବ୍ରଜବନ୍ଧୁ








