
ଓଡିଶା ଅଭିଭାବକ ମହାସଂଘର ଶିକ୍ଷା ଅଧିକାର ସମ୍ମେଳନ ଉଦଘାଟିତ
ଭୁବନେଶ୍ୱର: ଆଜି ଓଡିଶା ଅଭିଭାବକ ମହାସଂଘ ତରଫରୁ ଗୀତଗୋବିନ୍ଦ ସଦନ ଠାରେ “ଶିକ୍ଷା ଅଧିକାର ସମ୍ମେଳନ” ଅନୁଷ୍ଠିତ ହୋଇଯାଇଛି l ଦେଶରେ 2005 ମସିହାରେ ପ୍ରଥମେ ଶିକ୍ଷା ଅଧିକାର ଆଇନ ପାଇଁ ଡ୍ରାଫ୍ଟ ପ୍ରସ୍ତୁତ ଆରମ୍ଭ ହୋଇ 2009 ମସିହାରେ ସ୍ୱତନ୍ତ୍ର