
ବଜାରରୁ ଜଳଖିଆ ଦୋକାନ ଉଭାନ ! ଗ୍ରାହକ ଅସନ୍ତୋଷ
ଭୁବନେଶ୍ୱର ପ୍ରାଚ୍ୟରେ ଚାଲିଛି ଯୁଦ୍ଧ ଆଉ ଏହାର ପ୍ରଭାବ ଭାରତ ଉପରେ ପଡ଼ିଛି । ବିଶେଷ କରି ଏଲପିଜି ର ଘୋର ଅଭାବ ସବୁଠି ଦେଖିବାକୁ ମିଳୁଛି । କେନ୍ଦ୍ର ଓ ରାଜ୍ୟ ସରକାର ଗ୍ୟାସର ଅଭାବକୁ ଖଣ୍ଡନ କଲେ ମଧ୍ୟ
Home // ମୁଖ୍ୟ ଖବର

ଭୁବନେଶ୍ୱର ପ୍ରାଚ୍ୟରେ ଚାଲିଛି ଯୁଦ୍ଧ ଆଉ ଏହାର ପ୍ରଭାବ ଭାରତ ଉପରେ ପଡ଼ିଛି । ବିଶେଷ କରି ଏଲପିଜି ର ଘୋର ଅଭାବ ସବୁଠି ଦେଖିବାକୁ ମିଳୁଛି । କେନ୍ଦ୍ର ଓ ରାଜ୍ୟ ସରକାର ଗ୍ୟାସର ଅଭାବକୁ ଖଣ୍ଡନ କଲେ ମଧ୍ୟ

ନୂଆଦିଲ୍ଲୀଇରାନର ଆର୍ଥôକ ମେରୁଦଣ୍ଡ ଭାବେ ପରିଚିତ ଖାର୍ଗ ଦ୍ୱୀପରେ ଆମେରିକା ବୋମା ମାଡ଼ କରିଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିବା ପରେ ରକ୍ତମୁଖା ହୋଇ ଉଠିଛି ତେହରାନ । ଆଜି ଇରାନ ପକ୍ଷରୁ ଗଲ୍ଫ ଦେଶରେ ଥିବା ଆମେରିକାର ବେସ୍

ଭୁବନେଶ୍ୱର: ଚାଷୀ ହେଉଛନ୍ତି ଆମ ସମାଜର ମେରୁଦଣ୍ଡ ଏବଂ ଆମ ଅର୍ଥନୀତିର ପ୍ରକୃତ ସାରଥି । “ଜୟ କିଷାନ’ର ନାରାକୁ ସାର୍ଥକ କରିବା ପାଇଁ କେନ୍ଦ୍ର ସରକାର ଓ ଆମ ସରକାର ସଦାସର୍ବଦା ଚେଷ୍ଟିତ । ଚାଷୀମାନଙ୍କର ଉନ୍ନତି ବିନା ଦେଶ

ୱାଶିଂଟନ୍ ଇରାନ ଦୁଇଟି ଭାରତୀୟ ପତାକାଯୁକ୍ତ ଏଲପିଜି ଜାହାଜକୁ ହର୍ମୁଜ୍ ପ୍ରଣାଳୀ ଦେଇ ଯାତ୍ରା କରିବାକୁ ଅନୁମତି ଦେଇଛି । ଇରାନର ଏହି ପଦକ୍ଷେପ ଯୋଗୁଁ ଦେଶରେ ଦେଖା ଦେଇଥିବା ରନ୍ଧନ ଗ୍ୟାସ୍ ସଙ୍କଟ କିଛି ମାତ୍ରାରେ କମ କରିବାରେ ସାହାଯ୍ୟ

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଘନଘଟା ବନ୍ଦ ହେବାର ନା ନେଉନି । ଇରାନ ଉପରେ ଇସ୍ରାଏଲ ଓ ଆମେରିକା ଜୋରଦାର ଆକ୍ରମଣ କରୁଛନ୍ତି । ଇରାନ ମଧ୍ୟ ତାହାର ପାଲଟା ଆକ୍ରମଣ ଜାରୀ ରଖିଛି । ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ୨ଟି ତୈଳ

ସାରା ଦେଶରେ ଏଲପିଜି ସିଲିଣ୍ଡର ଯୋଗାଣକୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଭିତରେ କେନ୍ଦ୍ର ସରକାର ଏହାକୁ ନେଇ ଆତଙ୍କିତ ନ ହେବାକୁ ପରାମର୍ଶ ଦେଇଛନ୍ତି । କେନ୍ଦ୍ର ତୈଳ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
ଇରାନ ଓ ଇସ୍ରାଏଲ-ଆମେରିକା ଲଢ଼େଇ ଯୋଗୁ ମ୍ମପ୍ରାଚ୍ୟରେ ଫେବୃଆରୀ ୨୮ରୁ ମହାଯୁଦ୍ଧ ଜାରି ରହିଛି । ଏହି ଯୁଦ୍ଧରେ ବର୍ତମାନ ସୁଦ୍ଧା ୨ ଜଣ ଭାରତୀୟ ପ୍ରାଣ ହରାଇଥିବା ବେଳେ ଜଣେ ନିଖୋଜ ରହିଛନ୍ତି । ବିବାଦୀୟ କ୍ଷେତ୍ର ପ୍ରାଚ୍ୟର ଗୋଟିଏ

ନୂଆଦିଲ୍ଲୀ: ଗର୍ଜୁଛି ମିସାଇଲ, ବର୍ଷୁଛି ନିଆଁ । ବୋମାମାଡ଼ରେ ଥରୁଛି ମଧ୍ୟପ୍ରାଚ୍ୟ । ତୁହାକୁ ତୁହା ଖସୁଛି ଡ୍ରୋନ୍ । ଘମାଘୋଟ ହେଉଛି ଯୁଦ୍ଧ । ଆଜି ତେହେରାନରେ ଭୟାନକ ଆକ୍ରମଣ କରିଛି ଇସ୍ରାଏଲ । ଦୀର୍ଘ ଏକ ଘନ୍ଟାଏ ଧରି

ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଭାରତରେ ସୃଷ୍ଟି ହୋଇଥିବା ଏଲପିଜି ସଙ୍କଟକୁ ସରକାର ଟାଳି ଦେଇଥିବା ଦାବି କରିଛନ୍ତି । ଇରାନ ଯୁଦ୍ଧ ଦ୍ୱିତୀୟ ସପ୍ତାହରେ ପ୍ରବେଶ କରିବା ମାତ୍ରେ ଭାରତରେ ଏଲପିଜି ସିଲିଣ୍ଡର ସଙ୍କଟ ଦେଖା ଯାଇଥିଲା । ମୁମ୍ବାଇ ଠାରୁ

ମଧ୍ୟପ୍ରାଚ୍ୟ ଦେଶରେ ଯୁଦ୍ଧ ଯୋଗୁଁ ଆମଦାନୀରେ ସମସ୍ୟା । ସେପଟେ ତେଲ ଦାମକୁ ନେଇ ଚିନ୍ତାରେ ଖାଉଟି । ବ୍ୟବସାୟୀ ମହାସଂଘ କହିଲା ଦାମ ବଢ଼ିଛି, ହେଲେ ରାଜ୍ୟରେ ମହଜୁଦ ଅଛି ମାସକର ତେଲ । ବ୍ୟସ୍ତ ନହେବାକୁ ଖାଉଟିଙ୍କୁ ନିବେଦନ
You cannot copy content of this page