
ଭାରତର କୌଣସି ବନ୍ଦରକୁ ଆସିବନି ପାକିସ୍ତାନ ପତାକା ଥିବା ଜାହାଜ
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ କଠୋର ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ସେନା, ଭାରତୀୟ ବାୟୁସେନା ଏବଂ ଭାରତୀୟ ନୌସେନା ହାଇ ଆଲର୍ଟ ମୋଡ୍ରେ ଅଛନ୍ତି।ଭାରତୀୟ ନୌସେନା ଆରବ ସାଗରରେ ସତର୍କ ରହିଛି ଏବଂ ଯୁଦ୍ଧାଭ୍ୟାସ








