
ଆସନ୍ତାକାଲି ଦେଶରେ ଷଷ୍ଠ ପର୍ୟ୍ୟାୟ ଭୋଟ୍
ଆସନ୍ତାକାଲି ଦେଶରେ ମୋଟ୍ ୫୮ଟି ଲୋକସଭା ଆସନ ଲାଗି ମତଦାନ କରିବେ ଭୋଟର । ଆସନ୍ତାକାଲି ଦେଶରେ ଷଷ୍ଠ ପର୍ୟ୍ୟାୟରେ ଆଠ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ମତଦାନ ହେବ। ଭୋଟିଂ ପ୍ରକ୍ରିୟା ସକାଳ ୭ଟାରୁ ସଂଧ୍ୟା ୬ଟା

ଆସନ୍ତାକାଲି ଦେଶରେ ମୋଟ୍ ୫୮ଟି ଲୋକସଭା ଆସନ ଲାଗି ମତଦାନ କରିବେ ଭୋଟର । ଆସନ୍ତାକାଲି ଦେଶରେ ଷଷ୍ଠ ପର୍ୟ୍ୟାୟରେ ଆଠ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ମତଦାନ ହେବ। ଭୋଟିଂ ପ୍ରକ୍ରିୟା ସକାଳ ୭ଟାରୁ ସଂଧ୍ୟା ୬ଟା

ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସକାଳୁ ପୁରୀ ରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିବା ପରେ କରିଛନ୍ତି ବିଶାଳ ରୋଡ ଶୋ’ । ପୁରୀରେ ଦେଖିବାକୁ ମିଳିଲା ମୋଦି ମ୍ୟାଜିକ । ବଡ଼ଦାଣ୍ଡ ପାଲଟିଲା ଜନ ସମୁଦ୍ର। ପ୍ରଧାନମନ୍ତ୍ରୀଙ୍କୁ ଦେଖିବାକୁ

ଭୁବନେଶ୍ୱର: ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ

ଭୁବନେଶ୍ୱର: ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର , ନିକୋବର ଦ୍ୱୀପ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଗତବର୍ଷ ମଧ୍ୟ ଏହି ସମୟରେ ଏସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ତାରିଖ ଅନୁସାରେ

ଆଜି ପବିତ୍ର ଅକ୍ଷୟ ତୃତୀୟା। ଆଜିଠୁ ଆରମ୍ଭ ହୋଇଯାଇଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ଅନୁକୁଳ ନୀତି ଓ ଚନ୍ଦନଯାତ୍ରା। ଏଥିପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସମସ୍ତ ପ୍ରସ୍ତୁତି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ସମ୍ମୁଖରେ ତିନୋଟି ୧୨

ଭୁବନେଶ୍ୱର: ପ୍ରକାଶ ପାଇଲା ୬ ଲୋକସଭା କ୍ଷେତ୍ରରେ ନିର୍ବାଚନ ସମୟ। କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏ ମତଦାନ ସାବ୍ୟସ୍ତ କରିବେ ଭୋଟର୍। ସମ୍ବଲପୁର ଲୋକସଭା କ୍ଷେତ୍ରର ବିଭିନ୍ନ ବିଧାନସଭା

ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ୍ ପ୍ରଧାନ । ଏବେ ନିର୍ବାଚନ ମାହୋଲ ଚାଲିଥିବାବେଳେ କଂଗ୍ରେସକୁ ଲାଗିଛି ବଡ଼ ଝଟକା । ଲୋକସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ଲାଗିଛି ବଡ଼ ଝଟକା । ତେବେ ଦଳ ଦୁଲାଲଙ୍କ ଠାରୁ ଟିକେଟ

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ଚକ୍ଷୁ ବିଭାଗରେ ଲୋକାର୍ପିତ ହୋଇଛି ‘ଲୋ ଭିଜନ କ୍ଲିନିକ୍’। ଏହି ବିଶେଷ ଭିଜନ କ୍ଲିନିକ ସାମାଜିକ ଦୃଷ୍ଟିହୀନତା ତଥା ଗ୍ଲୁକୋମା, ବୟସାଧିକ, ମଧୁମେହ, ରେଟିନା ରୋଗ ଓ ଅନ୍ୟାନ୍ୟ ବିଭିନ୍ନ କାରଣରୁ ଦୃଷ୍ଟି ଶକ୍ତିହୀନତା ଭୋଗୁଥିବା ରୋଗୀମାନଙ୍କୁ

ପୁରୀ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚିଲା ରଥଦଉଡ଼ି। ସମୁଦାୟ ୨୬ଟି ଦଉଡ଼ି ଶ୍ରୀମନ୍ଦିର କାର୍ୟ୍ୟାଳୟରେ ପହଞ୍ଚିଛି। ତିନିରଥ ପାଇଁ ୧୪ ଖଣ୍ଡ ରଥଟଣା ଦଉଡି ଥିବାବେଳେ ଆଉଟର୍, ଇନର୍, ଜେନେରାଲ୍ ଓ ପୁଲିସ ପାଇଁ ତିନୋଟି ଲେଖାଏଁ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜୁ ଜନତା ଦଳ (ବିଜେଡି)ରେ ଯୋଗ ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେଡିରେ ଯୋଗ ଦେବା ପରେ ବର୍ଷା କହିଥିଲେ, ମୁଁ
You cannot copy content of this page