
ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭବାନୀପାଟଣା, ଉତ୍କଳ ବୁଲେଟିନ (ଜଗନ୍ନାଥ ନାଏକ) : ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ଵାର ଅନ୍ତ୍ୟୋଦୟ ଗୃହ ଯୋଜନା ର ଶୁଭାରମ୍ଭ କରାଯାଇଛି। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ନିକଟସ୍ଥ କ୍ରିଷ୍ଣା ନଗର ଠାରେ ଅନୁଷ୍ଠିତ ଏହି ଯୋଜନାର ଶୁଭାରମ୍ଭ ସମାରୋହରେ








