ରାଜ୍ୟ

ମନୋରଞ୍ଜନ

ତୃତୀୟ ହରପ୍ରିୟା ସାହିତ୍ୟ ଉତ୍ସବ -୨୦୨୬ ଅନୁଷ୍ଠିତ

ବାଲିଅନ୍ତା,୧୫|୩):ବାଲିଅନ୍ତା ବ୍ଲକ ହୀରାପୁର ଗ୍ରାମର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ହରପ୍ରିୟା ଫାଉଣ୍ଡେସନ ଟ୍ରଷ୍ଟ ଆନୁକୂଲ୍ୟରେ ତୃତୀୟ ହରପ୍ରିୟା ସାହିତ୍ୟ ଉତ୍ସବ ଶ୍ରୀସୁଦର୍ଶନ ଦାରୁ ଅରଣ୍ୟରେ ଅନୁଷ୍ଠିତ ହୋଇଯାଇଛି l ଟ୍ରଷ୍ଟର ମୁଖ୍ୟ ଦୀନବନ୍ଧୁ ଭୋଇ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ

Read More »
ଅପରାଧ

ଡିଭିଜନାଲ୍ କମିଟି ସଦସ୍ୟ ନକୁଳଙ୍କ ସମେତ ୧୧ ଜଣ ମାଓବାଦୀ ଓଡ଼ିଶା ପୋଲିସ ସମ୍ମୁଖରେ କଲେ ଆତ୍ମସମର୍ପଣ

କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ରାଜ୍ୟରେ ମାଓ ବିରୋଧୀ ପ୍ରୟାସକୁ ଏକ ବଡ଼ ଉତ୍ସାହ ପ୍ରଦାନ କରି, ୧୧ ଜଣ କଠୋର ମାଓବାଦୀ ଆନୁଷ୍ଠାନିକ ଭାବରେ ଶ୍ରୀ ୱାଇ.ବି. ଖୁରାନିଆ, ଡିଜିପି ଓଡ଼ିଶା, ଶ୍ରୀ ସଞ୍ଜିବ ପଣ୍ଡା, ଆଇପିଏସ୍, ଏଡିଜି (ନକ୍ସଲ ବିରୋଧୀ

Read More »
ରାଜ୍ୟ

ଧୂଆଁଳ ପ୍ରାଥମିକ ବିଦ୍ୟାଳୟ ଠାରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ‘ଉଲ୍ଲାସ’

ଚିଲିକା : ଆଜି ଚିଲିକା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଧୂଆଁଳ ଠାରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ‘ଉଲ୍ଲାସ’ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ୫୦ରୁ ଉର୍ଦ୍ଧ୍ବ ପରୀକ୍ଷାର୍ଥୀ ଅଂଶ ଗ୍ରହଣ କରିଥିଲେ। ଚିଲିକା ବ୍ଲକ ଗୋଷ୍ଠୀ

Read More »
ଅପରାଧ

ଜିଭ କାଟି ଯୁବକ କୁ ନିର୍ମମ ହତ୍ୟା

କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):-ଯୁବକକୁ ଜିଭ କାଟି ହତ୍ୟା ପରେ ଅଭିଯୁକ୍ତ ହତ୍ୟାକାରୀ ଫେରାର |ଏମିତି ଏକ ଅମାନବୀୟ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା କେଗାଁ ଥାନା କଣ୍ଟମାଲ କୁରସୁଡ ମୁଖ୍ୟ ରାସ୍ତାରେ । ମୃତକ ହେଉଛନ୍ତି କଣ୍ଟାମାଲ ଗାଁ ର

Read More »
ବିଶେଷ

ଶ୍ରୀ ସତ୍ୟସାଇ ସଂଗଠନର ଜିଲ୍ଲା ସମ୍ମିଳନୀ

ଚିଲିକା– ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ପ୍ରତିବର୍ଷ ପରି ଚଳିତ ବର୍ଷ ଶ୍ରୀ ସତ୍ୟସାଇ ସେବା ସଂଗଠନର ଖୋର୍ଦ୍ଧା ଜିଲ୍ଲା ସମ୍ମିଳନୀ ୧୫ ତାରିଖ ରବିବାର ଦିନ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ରତନପୁର ସେବା ସମିତି ଠାରେ

Read More »
ମୁଖ୍ୟ ଖବର

ବଜାରରୁ ଜଳଖିଆ ଦୋକାନ ଉଭାନ ! ଗ୍ରାହକ ଅସନ୍ତୋଷ

ଭୁବନେଶ୍ୱର ପ୍ରାଚ୍ୟରେ ଚାଲିଛି ଯୁଦ୍ଧ ଆଉ ଏହାର ପ୍ରଭାବ ଭାରତ ଉପରେ ପଡ଼ିଛି । ବିଶେଷ କରି ଏଲପିଜି ର ଘୋର ଅଭାବ ସବୁଠି ଦେଖିବାକୁ ମିଳୁଛି । କେନ୍ଦ୍ର ଓ ରାଜ୍ୟ ସରକାର ଗ୍ୟାସର ଅଭାବକୁ ଖଣ୍ଡନ କଲେ ମଧ୍ୟ

Read More »
ରାଜନୀତି

ଚନ୍ଦ୍ରଶେଖର ଦେବ ବ୍ରାହ୍ମଣ ସମିତି ବୈଠକ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନାଚୁଣୀ ଅଞ୍ଚଳର ବିଭିନ୍ନ ବ୍ରାହ୍ମଣ ଶାସନମାନଙ୍କୁ ନେଇ ଗଠିତ ହୋଇଥିବା ଶ୍ରୀଚ଼ନ୍ଦ୍ରଶେଖର ଦେବ ବ୍ରାହ୍ମଣ ସମିତିର ପ୍ରଥମ ବୈଠକ ୧୫ ତାରିଖ ରବିବାର ଦିନ ଭବାନୀପୁର ସ୍ଥିତ ବିଶ୍ଵନାଥ କଲ୍ୟାଣ ମଣ୍ଡପ ଠାରେ

Read More »
ବିଶେଷ

ଅସହ୍ୟ ତାତିରେ ଜଳୁଛି ଧର୍ମଗଡ କେବେ ଆରମ୍ଭ ହେବ ଜଳଛତ୍ର:ବାଟୋଇ ପିଇବା ପାଣି ପାଇଁ ଡହଳ ବିକଳ ଜଳ ଛତ୍ର ଖୋଲିବା ପାଇଁ ଦାବି

କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):-ମାର୍ଚ୍ଚ ମାସ ଆରମ୍ଭ ରୁ ଗ୍ରୀଷ୍ମ ପ୍ରବାହ ପାରଦ ୪୦ କୂ ଛୁଇଁଲାଣି।ପ୍ରବଳ ଖରା ଯୋଗୁ ମଣିଷ ଠାରୁ ପଶୁପକ୍ଷୀ ହନ୍ତସନ୍ତ | ସାଧାରଣ ଭାବେ ମାର୍ଚ୍ଚ ମାସ ମଧ୍ୟରେ ବିଗତ ବର୍ଷ ମାନଙ୍କରେ ପାରଦ ୩୨

Read More »
ବିଶେଷ

ସଂରକ୍ଷିତ ଜଙ୍ଗଲରେ ଲାଗୁଛି ନିଆଁ,ନଷ୍ଟ ହେଉଛି ମୂଲ୍ୟବାନ ଗଛ

କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ) ବର୍ତ୍ତମାନ ଗ୍ରୀଷ୍ମଋତୁ ର ଆଗମନ।ଦିନକୁ ଦିନ ଗ୍ରୀଷ୍ମ ତାପ ବୃଦ୍ଧି ପାଇବାରେ ଲାଗିଛି ତେଣୁ ଜନ‌ ଜୀବନ ଅସ୍ତବ୍ୟସ୍ତ ହେଉଛି। କଲମପୁର ଅଞ୍ଚଳରେ ଏଭଳି ସ୍ଥିତିରେ ଜଙ୍ଗଲରେ ନିଆଁ ଲାଗିବା ଦ୍ବାରା ଜନ ଜୀବନ ପ୍ରଭାବିତ

Read More »
ଅପରାଧ

ବିମଳା ପୋଖରୀରୁ ମିଳିଲା ମଣିଷ ଜଙ୍ଘ

କଳାହାଣ୍ଡି,୧୫|୩(-ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ବିମଳା ବାଗବନ୍ଧ ପୋଖରୀରୁ ଗଳିତ ମଣିଷ ଜଙ୍ଘ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ

Read More »

You cannot copy content of this page