
ଗ୍ରାମ ବିକାଶ ସଂସ୍ଥା ତରଫରୁ ଗ୍ରାମସ୍ତରୀୟ ଏକାଭିମୂଖୀତା ମେଳା ଅନୁଷ୍ଠିତ
କଳାହାଣ୍ଡି,(ପ୍ୟାରିଲାଲ ଦୁର୍ଗାଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଳକ ଅନ୍ତର୍ଗତ ସିନ୍ଧିପଦର ଗ୍ରାମ ଠାରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଏକାଭିମୂଖିତା ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଅଞ୍ଚଳରେ ସ୍ଥାନୀୟ ଲୋକଙ୍କ ସାମାଜିକ, ଅର୍ଥନୈତିକ, ଶିକ୍ଷା ଓ ସ୍ଵାସ୍ଥ୍ୟ








