
ଆମ ପୋଲିସ କାର୍ଯ୍ୟକ୍ରମ: ସାଇବର ଠକେଇ ଓ ନିଶା ମୁକ୍ତି ଉପରେ ଗୁରୁତ୍ୱ
ବାଲୁଗାଁ, : ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ଦୃଢ଼ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ଅପରାହ୍ନରେ ବାଲୁଗାଁ ଥାନା ପରିସରରେ ‘ଆମ ପୋଲିସ କାର୍ଯ୍ୟକ୍ରମ’ ଅନୁଷ୍ଠିତ ହୋଇଯାଇଛି। ଥାନା ଅଧିକାରିଣୀ ଶ୍ରୀମତୀ ଶ୍ରଦ୍ଧା ନାୟକଙ୍କ ତତ୍ତ୍ୱାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ








