
ବାଲିଅନ୍ତାର ଆରାଧ୍ୟପ୍ରଭୁ ନିକୁଞ୍ଜ ବିହାରୀଙ୍କ ମନ୍ଦିର ପ୍ରାଙ୍ଗଣରେ ୪ର୍ଥ ରସଗୋଲା ଦିବସ ପାଳିତ
ବାଲିଅନ୍ତା ୨୭/୭) : ଅଗ୍ରଣୀ ସାମାଜିକ ଅନୁଷ୍ଠାନ ‘ସମ୍ପର୍କ’ ତରଫରୁ ବାଲିଅନ୍ତାର ଆରାଧ୍ୟ ଦେବତା ପ୍ରଭୁ ନିକୁଞ୍ଜ ବିହାରୀଙ୍କ ମନ୍ଦିର ପ୍ରାଙ୍ଗଣରେ ୪ର୍ଥ ରସଗୋଲା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଶ୍ରଦ୍ଧାଳୁଙ୍କ ଗହଣରେ ଆୟୋଜିତ ଏହି ଉତ୍ସବର ପ୍ରାରମ୍ଭରେ ପ୍ରଭୁଙ୍କ ନିକଟରେ








