
ସରକାରୀ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ ପାଳିତ
ଭବାନୀପାଟଣା, ଉତ୍କଳ ବୁଲେଟିନ (ଜଗନ୍ନାଥ ନାଏକ) : ସ୍ଥାନୀୟ ଡି ଆଇ ଇ ଟି ପରିସରରେ ଥିବା ସରକାରୀ ଆଦର୍ଶ ପ୍ରାଥମିକ ବିଦ୍ୟାଳୟର 2025 ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ମେରୀଲିନ ସୁଧାଂଶୁ ମୟୀ ମହାନ୍ତି ଙ୍କ








