
ଏନ୍ଡିଆର୍ଏଫ୍ ଦ୍ଵାରା ବିପର୍ଯ୍ୟୟ ପରିଚାଳନା ପାଇଁ ସଚେତନତା କାର୍ଯ୍ୟକ୍ରମ
ବଲାଙ୍ଗିର : ସଇଁତଳା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଡେଙ୍ଗ ପରିସରରେ ଏନ୍ଡିଆର୍ଏଫ୍ ପକ୍ଷରୁ ବିପତ୍ତି ଓ ବିପର୍ଯ୍ୟୟ ପରିଚାଳନା ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିପତ୍ତି ଓ








