
ଟିପିଗୁଡା ବ୍ଲକ ଗଠନ ପାଇଁ ଜିଲ୍ଲାପାଳଙ୍କୁ ଦାବୀପତ୍ର
କଳାହାଣ୍ଡି ,ଧର୍ମଗଡ଼ ୫/୨(ଜନ୍ମେଜୟ ନାଏକ ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ବଡ଼ ପହିଲପାର ଅଞ୍ଚଳର କେନ୍ଦ୍ରସ୍ଥଳ ଟିପିଗୁଡା ଠାରେ ନୂତନ ବ୍ଲକ ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଧର୍ମଗଡ଼ ଅତିରିକ୍ତ ଉପଜିଲ୍ଲାପାଳ ଅଜୟ ପ୍ରକାଶ ତୀର୍କୀଙ୍କୁ ଦାବିପତ୍ର ଦିଆଯାଇ








