୩,୦୩୭ କୋଟି ଟଙ୍କାର ୫୨ ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶନିବାର ଜଳସେଚନ କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ସୃଷ୍ଟି ହୋଇଛି । ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ୪ଟି ଜିଲାରେ ୧୩୧ କୋଟି ଟଙ୍କା ବ୍ୟୟରେ ୬ଟି ପ୍ରକଳ୍ପର ଉଦ୍ଘାଟନ ହୋଇଥିବା ବେଳେ ୧୫ଟି ଜିଲାରେ ୨୯୦୬ କୋଟି ଟଙ୍କାରେ ୪୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀର କଲ୍ୟାଣ ଓ କୃଷିର… Continue reading ୩,୦୩୭ କୋଟି ଟଙ୍କାର ୫୨ ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୧୯୫ ଜଣଙ୍କ ନାମ ତାଲିକା ଘୋଷଣା କଲା ବିଜେପ

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି । ଏହି ପର୍ଯ୍ୟାୟରେ ୧୯୫ ଜଣ ପ୍ରାର୍ଥୀଙ୍କ ନାଁ ରହିଛି । ତା’ ମଧ୍ୟରେ ରହିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାଁ । ସେ ପୁଣି ବାରଣାସୀରୁ ନିର୍ବାଚନ ଲଢ଼ିବା । ସେହିପରି ଲୋକସଭା ବାଚସ୍ପତି ଓମ୍ ବିର୍ଲା ରାଜସ୍ଥାନର କୋଟାରୁ ଓ ଗୃହ ମନ୍ତ୍ରୀ ଅମିତ ଶାହ ଗୁଜରାଟର ଗାନ୍ଧୀନଗରରୁ ପ୍ରାର୍ଥୀ ହେବେ । ବିଜେପି ଆଜି… Continue reading ୧୯୫ ଜଣଙ୍କ ନାମ ତାଲିକା ଘୋଷଣା କଲା ବିଜେପ