ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହୋଇଛି ୩ କେଜିରୁ ଅଧିକ ସୂଚନା। ଜବତ ସୁନାର ମୂଲ୍ୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ। ଦୁବାଇରୁ ଭୁବନେଶ୍ୱର ଆସିଥିବା ୪ ଜଣ ଯାତ୍ରୀଙ୍କ ଠାରୁ ମୋଟ ୩ କେଜି ୭୭ ଗ୍ରାମର ତରଳ ସୁନା ଜବତ କରିଛି କେନ୍ଦ୍ରୀୟ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ। ଏମାନେ ମଳଦ୍ୱାରରେ ତରଳ ସୁନାକୁ କ୍ୟାପସୁଲ ମାଧ୍ୟମରେ ରଖି ଚାଲାଣ କରୁଥିବା କେନ୍ଦ୍ରୀୟ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ କହିଛି। ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି… Continue reading ମଳଦ୍ୱାରରେ ଆଣୁଥିଲେ ସୁନା, ଧରିଲେ ରାଜସ୍ୱ ଗୁଇନ୍ଦା
ମଳଦ୍ୱାରରେ ଆଣୁଥିଲେ ସୁନା, ଧରିଲେ ରାଜସ୍ୱ ଗୁଇନ୍ଦା
