ଗୀତାଞ୍ଜଳି ପକ୍ଷରୁ ରବୀନ୍ଦ୍ର ଜୟନ୍ତୀ

ଭୁବନେଶ୍ୱର: ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ “ଗୀତାଞ୍ଜଳି “ପକ୍ଷରୁ ଗୁରୁ ରବୀନ୍ଦ୍ର ନାଥ ଟାଗୋର ଙ୍କ 163 ତମ ଜୟନ୍ତୀ ସ୍ଥାନୀୟ ଗୀତାଞ୍ଜଳି ହଲ ଚନ୍ଦ୍ର ଶେଖର ପୁର ସ୍ଥିତ ଡ଼ ଏସ ମାଲକାର ଙ୍କ ବାସଭବନ ରେ ଚଳିତ ମାସ ମେ 19 ରେ ଅନୁଷ୍ଠିତ ହୋଇ ଯାଇଛି. ଉକ୍ତ କାର୍ଯ୍ୟକ୍ରମ ରେ ସଭାପତି ଡ଼ ସୁଭାଷ ମୁଖାର୍ଜୀ,ସାଧାରଣ ସମ୍ପାଦକ ତପନ କୁମାର ରାହା,ଉପଦେଷ୍ଟା ଡ଼ ସଜାଲେନ୍ଦୁ ମାଲକାର ଉପସ୍ଥିତ ରହି ଗୁରୁ ରବୀନ୍ଦ୍ର ତଥା… Continue reading ଗୀତାଞ୍ଜଳି ପକ୍ଷରୁ ରବୀନ୍ଦ୍ର ଜୟନ୍ତୀ

ଭିଷଣ ବାତ୍ୟାରେ ପରିଣତ ହେଲା ରେମାଲ

ଭୁବନେଶ୍ୱର: ବଙ୍ଗୋପସାଗରର ଉତ୍ତର ଉପକୂଳରେ ବାତ୍ୟା ରେମାଲ ଭିଷଣ ବାତ୍ୟାରେ ପରିଣତ ହୋଇଛି। ଏହା ସାଗର ଦ୍ୱୀପପୁଞ୍ଜରୁ ପ୍ରାୟ ୨୭୦ କିଲୋମିଟର ଦୁରରେ ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଅନୁଯାୟୀ ବାତ୍ୟା ରେମାଲ ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ପ୍ରାୟ ୧୧୦-୧୨୦ କିଲୋମିଟର ରହିବ। ବାତ୍ୟା ରେମାଲ ଉତ୍ତର ଦିଗକୁ ଗତି କରି, ଆହୁରି ତୀବ୍ର ହେବା ସହ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ମେ ୨୬ ମଧ୍ୟରାତ୍ରିରେ ଏକ ଭିଷଣ… Continue reading ଭିଷଣ ବାତ୍ୟାରେ ପରିଣତ ହେଲା ରେମାଲ

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଛାତ୍ରୀଙ୍କ ପାସ୍‌ ହାର ୯୬.୭୩% ରହିଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୩୯% ରହିଛି। ୩୦ ଜିଲା ମଧ୍ୟରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ପାସ୍‌ ହାର ୯୭.୯୮% ରହିଥିବା ବେଳେ ନୂଆପଡ଼ା ଜିଲାରେ ସର୍ବନିମ୍ନ ପାସ୍‌ ହାର ୯୩.୯୧% ରହିଛି। ଛାତ୍ରୀଛାତ୍ର ବୋର୍ଡ ଓ୍ବେବ୍‌ସାଇଟ୍‌, ଏସ୍‌ଏମ୍‌ଏସ୍‌ ସହ ହ୍ବାଟ୍‌ସଆପ୍‌ ଜରିଆରେ ପରୀକ୍ଷାଫଳ ଜାଣିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି… Continue reading ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ