ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାୟକଙ୍କର ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାୟକଙ୍କର ପରଲୋକ ହୋଇଛି। ଭୁବନେଶ୍ବର ବାସଭବନରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା।୧୯୭୭ ମସିହାରେ ଶ୍ରୀ ନାୟକ ଥିଲେ ବିଧାନସଭାର ଉପବାଚସ୍ପତି। ଉଲ୍ଲେଖଯୋଗ୍ୟ, ମସ୍ତିଷ୍କାଘାତରେ ଆକ୍ରାନ୍ତ ହୋଇ ୨୦୧୯ ମସିହାରୁ ଶ୍ରୀ ନାୟକ ଅସୁସ୍ଥ ଥିଲେ। କିନ୍ତୁ ନିୟମିତ ଗୀତା ଓ ଗାନ୍ଧୀ ସାହିତ୍ୟ ପଢ଼ୁଥିଲେ। ଗଣମାଧ୍ୟମରୁ ରାଜ୍ୟ ତଥା ଦେଶର ଖବର ରଖୁଥିଲେ। ଅସୁସ୍ଥତା… Continue reading ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାୟକଙ୍କର ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ