ଏସ ଆର ବି ମଲ୍ଟି ଟେକ ଲିମିଟେଡ଼ ରେ ସ୍ୱIଧିନତା ଦିବସ ପାଳିତ

ଭୁବନେଶ୍ୱର: ଏସ ଆର ବି ମଲ୍ଟି ଟେକ ଲିମିଟେଡ଼ ସୂର୍ୟ୍ୟନଗର ମୁଖ୍ୟ କାର୍ୟ୍ୟଳୟ ଠାରେ ୭୮ ତମ ସ୍ୱIଧିନତା ଦିବସ ପାଳିତ ହୋଇ ଯାଇଅଛି I ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ନାରାୟଣ ଖୁଣ୍ଟିଆ I ପାରମ୍ଭ ରେ ଜାତୀୟ ସଂଗୀତ ଗାନ କରାଯାଇ ଥିଲା ଏହି ଦିବସ ପାଳନ ଅବସରରେ କମ୍ପାନୀର ସମସ୍ତ କର୍ମକର୍ତ୍ତାମାନେ ଉପସ୍ଥିତ ରହିଥିଲେ । ଏହି କାର୍ୟ୍ୟକ୍ରମ କୁ ପ୍ରମୁଖ ସହଯୋଗ କରିଥିଲେ ମୁକେଶ ଖଟୁଆ ଙ୍କ ସମେତ… Continue reading ଏସ ଆର ବି ମଲ୍ଟି ଟେକ ଲିମିଟେଡ଼ ରେ ସ୍ୱIଧିନତା ଦିବସ ପାଳିତ

ଝାଡ଼ାବାନ୍ତିରେ ଦମ୍ପତି ମୃତ, ୩୦ ଆକ୍ରାନ୍ତ

ବରଗଡ଼: ବରଗଡ଼ ଜିଲ୍ଲା ଭେଡେନ ବ୍ଲକ୍ ଅମଲିପାଲି ଗାଁରେ ଝାଡ଼ାବାନ୍ତିରେ ଏକ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ପରିବାରର ଆଉ ୩ ଜଣ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେହିପରି ଗାଁର ଆହୁରି ୩୦ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଝାଡ଼ାବାନ୍ତି ନେଇ ଖବର ପାଇବା ପରେ ଗାଁରେ ପହଞ୍ଚିଥିଲେ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ। ସେ ଏ ସଂପର୍କରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗକୁ ତୁରନ୍ତ ଆକ୍ରାନ୍ତଙ୍କୁ ଚିକିତ୍ସା ସେବା ଯୋଗାଇ… Continue reading ଝାଡ଼ାବାନ୍ତିରେ ଦମ୍ପତି ମୃତ, ୩୦ ଆକ୍ରାନ୍ତ

ଆୟୁଷ୍ମାନ ଆରୋଗ୍ଯ ମନ୍ଦିର ଧାମରାଠାରେ ୭୮ତମ ସ୍ବାଧିନତା ଦୀବସ ପାଳିତ

ଚାନ୍ଦବାଲି: ଧାମରାଠାରେ ମେଡିକାଲ ସହିତ ଅନ୍ଯ ସ୍ଥାନରେ ୭୮ତମ ସ୍ବାଧିନତା ଦୀବସ ପାଳିତ ହୋଇଯାଇଛି | ଆୟୁଷ୍ମାନ ଆରୋଗ୍ଯ ମନ୍ଦିର ଧାମରାର ମେଡିକାଲ ଅଫିସର ତଥା ଭାରପ୍ରାପ୍ତ ଚିକିତ୍ସା ଅଧିକାରିଣୀ ଡକ୍ଟର ଜସୋସ୍ବିନୀ ମିଶ୍ର ଜାତୀୟପତକା ଉତ୍ତୋଳନ କରିଥିଲେ | ସଙ୍ଗେ ସଙ୍ଗେ ଜାତୀୟ ସଙ୍ଗିତ ଗାନ କରି ଭାରତର ମହାପୁରୁଷଙ୍କ ଉଦେଶ୍ଯରେ ସ୍ଲୋଗାନ ଦିଆଯାଇଥିଲା | ତାପରେ ମେଡିକାଲ ଅଫିସର ଡକ୍ଟର ଜସୋସ୍ବିନୀ ମିଶ୍ର ଅଭିଭାଷଣରେ କହିଥିଲେ ଯେ ଭାରତର ସ୍ୱାଧୀନତା ଦିବସ‌ ଏକ ଭାରତୀୟ ଜାତୀୟ… Continue reading ଆୟୁଷ୍ମାନ ଆରୋଗ୍ଯ ମନ୍ଦିର ଧାମରାଠାରେ ୭୮ତମ ସ୍ବାଧିନତା ଦୀବସ ପାଳିତ

ସାମାଜିକ ଯୁବ ସଂଗଠନ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ ।

ଭୁବନେଶ୍ୱର: ଖଣ୍ଡଗିରି ଭୁବନେଶ୍ୱର ସ୍ଥିତ ସାମାଜିକ ସଂଗଠନ ସାମାଜିକ ଯୁବ ସଂଗଠନ ପକ୍ଷରୁ ୭୮ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ର ଅଧ୍ୟକ୍ଷ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ରାଜ୍ୟପାଇଁ ଆହ୍ୱାନ ଦେଇ କହଥିଲେ ଯେ ଆମ ରାଜ୍ୟ ସ୍ବାଧୀନତା ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା । ଓଡ଼ିଆ ବୀରମାନେ ପ୍ରଥମେ ଇଂରେଜମାନଙ୍କ ବିରୋଧରେ… Continue reading ସାମାଜିକ ଯୁବ ସଂଗଠନ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ ।

ଅମ୍ବିକା ଫାଉଣ୍ଡେସନ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର: ଆଜି ସାରା ଦେଶରେ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ଏହି ଅବସରରେ ଭୁବନେଶ୍ୱରସ୍ଥିତ ଡେଲ୍ଟା ଛକ ଠାରେ ଅମ୍ବିକା ଫାଉଣ୍ଡେସନ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ ଟ୍ରଷ୍ଟର ମୁଖ୍ୟ ଅମ୍ବିକା ମହାରଣା, ସ୍ଥାନୀୟ କର୍ପୋରେଟର ଏବଂ ଅନ୍ୟ ସଦସ୍ୟସଦସ୍ୟାମାନେ ଉପସ୍ଥିତ ରହିବା ସହ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ଶହୀଦ୍ ଓ ବୀର ଯବାନଙ୍କ ବଳିଦାନ ଚିରସ୍ମରଣୀୟ… Continue reading ଅମ୍ବିକା ଫାଉଣ୍ଡେସନ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ

ଶତାବ୍ଦୀ ନଗର ୱେଲଫେୟାର ଆସୋସିଏସନ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର: ଆଜି ସାରା ଦେଶରେ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ଏହି ଅବସରରେ ଭୁବନେଶ୍ୱରସ୍ଥିତ ଶତାବ୍ଦୀ ନଗର ୱେଲଫେୟାର ଆସୋସିଏସନ ପକ୍ଷରୁ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ ଶତାବ୍ଦୀ ନଗର ୱେଲଫେୟାର ଆସୋସିଏସନର ସଂପାଦକ ସମାଜସେବୀ ସାଧୁଚରଣ ବେହେରା ଜାତୀୟ ପତାକା ଉତୋଳନ କରିଥିବା ଦେଖିବାକୁ ମିଳିଥିଲା । ପ୍ରାରମ୍ଭରେ ଜାତୀୟ ସଂଗୀତ ଗାନ କରାଯାଇଥିଲା । ଶହୀଦ୍ ଓ ମହାପୁରୁଷମାନଙ୍କ ସ୍ମୃତିଚାରଣ ପୂର୍ବକ ଶ୍ରୀଯୁକ୍ତ ବେହେରା… Continue reading ଶତାବ୍ଦୀ ନଗର ୱେଲଫେୟାର ଆସୋସିଏସନ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ

ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ; ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବୁ

Bhubaneswar: ଆଜି ସାରା ଦେଶ ପାଳନ କରୁଛି ୭୮ତମ ସ୍ୱାଧୀନତା ଦିବସ। ଏହି ଅବସରରେ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ  ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀ ଉଦ୍ଦେଶ୍ୟରେ କହିଛନ୍ତି, ଭାରତର ସ୍ୱାଧୀନତା ସଂଗ୍ରାମ ହେଉଛି ଦେଶର ଅନନ୍ୟ ଅଧ୍ୟାୟ। ଏହା ଇଂରେଜମାନଙ୍କ ମୂଳଦୁଆ ଦୋହଲାଇ ଦେଇଥିଲା। ଦେଶ ଏବେ ଅମୃତକାଳ ଦେଇ ଗତି କରୁଛି। ଦେଶର… Continue reading ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ; ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବୁ

ଓଡ଼ିଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୮ତମ ସ୍ୱାଧୀନତା ଦିବସ ପାଳିତ

ଭୂବନ: ଆଜି ସାରା ଦେଶରେ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ଏହି ଅବସରରେ ପ୍ରତ୍ୟେକ ସ୍କୁଲ୍, କଲେଜ, ସଂଗଠନ ଏବଂ କାର୍ଯ୍ୟାଳୟରେ ମଧ୍ୟ ଆନନ୍ଦ ଉଲ୍ଲାସର ସହକାରେ ଜାତୀୟ ପତାକା ଉତୋଳନ କରାଯିବା ସହ ସ୍ୱାଧୀନତା ଦିବସ ପାଳନ କରାଯାଇଥିବା ଦେଖିବାକୁ ମିଳିଛି । ଏହି ଅବସରରେ ଢ଼େଙ୍କାନାଳ ଜିଲ୍ଲା ଭୂବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମପଂଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମସ୍ତ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଗହଣରେ ୭୮ତମ ସ୍ୱାଧୀନତା ଦିବସ ପାଳନ… Continue reading ଓଡ଼ିଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୮ତମ ସ୍ୱାଧୀନତା ଦିବସ ପାଳିତ