ଧାନର ଗୁଣାତ୍ମକ ମାନ ରାସାୟନିକ ସାର ଓ ବିହନ କୃଷି ଯନ୍ତ୍ରପାତି ସମ୍ବନ୍ଧରେ ସଚେତନ ଶିବିର

ବଲାଙ୍ଗିର: ବଲାଙ୍ଗିର ଉପନିବନ୍ଧକ ସମବାୟ ସମିତି ସମୁହ, ବଲାଙ୍ଗିର ବିଭାଜନ, ବଲାଙ୍ଗିର ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଆର୍ନ୍ତଜାତିକ ସମବାୟ ବର୍ଷ ୨୦୨୫ ଅବସରରେ “ଧାନର ଗୁଣାତ୍ମକ ମାନ, ରାସାୟନିକ ସାର ଓ ବିହନ କୃଷି ଯନ୍ତ୍ରପାତିର ସମ୍ବନ୍ଧରେ ସଚେତନ ଶିବିର” ଶୀର୍ଷକ ଉପରେ ଉପନିବନ୍ଧକ ପ୍ରମୋଦ କୁମାର ବରିହାଙ୍କ ଅଧ୍ୟକ୍ଷତା ରେ ଏକ ମହାସମାରୋହ ଅନୁଷ୍ଠିତ ହୋଇଯାଇଛି । ସମବାୟ ବିଭାଗର ସମବାୟ ନିରୀକ୍ଷକ ବ୍ରବିମ କୁମାର ନାୟକ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଲେ ।… Continue reading ଧାନର ଗୁଣାତ୍ମକ ମାନ ରାସାୟନିକ ସାର ଓ ବିହନ କୃଷି ଯନ୍ତ୍ରପାତି ସମ୍ବନ୍ଧରେ ସଚେତନ ଶିବିର

ଚତୁର୍ଥ ରଜ ମହୋତ୍ସବ ୨୦୨୫ ପାଇଁ ସାମ୍ବାଦିକ ସମ୍ମିଳନୀ

ବାଲିଅନ୍ତା: ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଉମାଦେଇବ୍ରହ୍ମପୁର ଗ୍ରାମ ପଞ୍ଚାୟତ ଅଧିନସ୍ଥ ପ୍ରସିଧ ତନ୍ତ୍ରପୀଠ ହୀରାପୁର ଚଉଷଠି ଯୋଗିନୀ ମନ୍ଦିର ନିକଟରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୪ର୍ଥ ରଜ ମହୋତ୍ସବ ଜୁନ ୧୪ ଓ ୧୫ ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ହେବ । ଏନେଇ ଗ୍ରୀନ ଜୟଦେବ ଫାଉଣ୍ଡେସନ ଟ୍ରଷ୍ଟର ପରିଚାଳନା ଟ୍ରଷ୍ଟି ଦୀନବନ୍ଧୁ ଭୋଇ ଅଧ୍ୟକ୍ଷତାରେ ବାଳକାଟି ସ୍ଥିତ ଶ୍ରୀ କନଭେକସନ କଲ୍ୟାଣ ମଣ୍ଡପରେ ଗୁରୁବାର ମଧ୍ୟାହ୍ନରେ ସାମ୍ବାଦିକ ସମ୍ମିଳନୀରେ ସୂଚନା… Continue reading ଚତୁର୍ଥ ରଜ ମହୋତ୍ସବ ୨୦୨୫ ପାଇଁ ସାମ୍ବାଦିକ ସମ୍ମିଳନୀ

ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ବାଲିଅନ୍ତା: ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ବାଳକାଟି ଠାରେ ଥିବା ଶ୍ରୀକନଭେନେସନ୍ ମଣ୍ଡପରେ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଶିକ୍ଷା ଜଗତରେ ବିଦ୍ୟାର୍ଥୀ, ଆଦର୍ଶ ଶିକ୍ଷକ ଓ ଆଦର୍ଶ ଶିକ୍ଷା ଅନୁଷ୍ଠାନ ମାନଙ୍କୁ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହାର ମୁଖ୍ୟ ଲକ୍ଷ୍ୟ ବିଦ୍ୟାର୍ଥୀମାନେ ଯେଉଁ ଭଳି ନିଜର ଏକାଗ୍ରତା ନିଷ୍ଠାପର ଅଧ୍ୟୟନରେ ଅନ୍ୟବିଦ୍ୟାର୍ଥି ମାନଙ୍କୁ ପଛରେ ପକାଇ ସଫଳତା ଲାଭ କରିଛନ୍ତି ତାଙ୍କର ପରିଶ୍ରମକୁ… Continue reading ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା