Snana Purnima: ସ୍ନାନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ରତ୍ନସିଂହାସନରୁ ସ୍ନାନବେଦୀକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂରତି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ତାପରେ ବଡ଼ଠାକୁର ବଳଭଦ୍ର, ତାଙ୍କ ପଛକୁ ଦେବୀ ସୁଭଦ୍ରା ଓ ଶେଷରେ ଆସି ସ୍ନାନ ବେଦୀରେ ବିଜେ କରିଛନ୍ତି ମହାପ୍ରଭୁ ଜଗନ୍ନାଥ । ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଆଜି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୮ କୁମ୍ଭ ସୁବାସିତ ଜଳରେ ସ୍ନାନ କରିବା ସହ ଭକ୍ତଙ୍କୁ ହାତୀ ବେଶରେ ଦର୍ଶନ ଦେବେ ମହାପ୍ରଭୁ। ଶ୍ରୀଜିଉଙ୍କ ଦିବ୍ୟସ୍ନାନ, ହାତୀବେଶ ଦର୍ଶନରେ ଭିଜିବ ଭକ୍ତଙ୍କ ତନମନ।… Continue reading Snana Purnima: ସ୍ନାନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ସଶକ୍ତ ଓଡିଶାର ପ୍ରସ୍ତାବକୁ ସରକାର ଙ୍କ ମୋହର( ଗୋ ପାଳନ କୁ ମିଳିବ ପ୍ରତ୍ସାହନ)

ଭୁବନେଶ୍ୱର: ମହିଳା ସଶକ୍ତିକରଣ, ଗୋପାଳନ,ଗୋ ସମବାୟ ସମିତି ଗଠନ, ଆତ୍ମ ନିଯୁକ୍ତି ପ୍ରମୁଖ ଉପରେ ଦୀର୍ଘବର୍ଷ ଧରି କାର୍ଯ୍ୟ କରିବା ସହିତ କୃଷି ଓ କୃଷକଙ୍କ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ ସାମାଜିକ ଅନୁଷ୍ଠାନ ସଶକ୍ତ ଓଡିଶା କାର୍ଯ୍ୟକ୍ରମ କରିବା ସହିତ ସଚେତନତା ମୂଳଳ ପ୍ରଶିକ୍ଷଣ ପ୍ରଦାନ କରି ଆସୁଥିଲା l ଗୋପାଳନ କୁ ପ୍ରତ୍ସାହନ କରିବା ସହିତ, ଗୋ ସମବାୟ ସମିତି ପଞ୍ଜିକରଣ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଅନୁଷ୍ଠାନ ପକ୍ଷରୁ ଅନୁରୋଧ କରାଯାଇ… Continue reading ସଶକ୍ତ ଓଡିଶାର ପ୍ରସ୍ତାବକୁ ସରକାର ଙ୍କ ମୋହର( ଗୋ ପାଳନ କୁ ମିଳିବ ପ୍ରତ୍ସାହନ)