ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ସବୁ ସଂଘ ଓ କର୍ମଚାରୀଙ୍କ ଦାବି ଶୁଣିଲେ ସରକାର । ଏପରିକି ଯେଉଁମାନେ ଦାବି କରିନାହାଁନ୍ତି ସେମାନଙ୍କ ଦରମା ବୃଦ୍ଧି କରିଛନ୍ତି ସରକାର । ତେବେ କେବଳ ସାମ୍ବାଦିକଙ୍କ ଦାବି ପୂରଣ ହୋଇନାହିଁ । ନିର୍ବାଚନ ଘୋଷଣା ପୂର୍ବରୁ ତୁରନ୍ତ ସାମ୍ବାଦିକ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଆଇନ୍ ପ୍ରଣୟନ ନିମନ୍ତେ ଘୋଷଣା କରିବାକୁ ଦାବି କରିଛି ସାମ୍ବାଦିକ ମିଳିତ ମଞ୍ଚ। ଏଥିପାଇଁ ରାଜ୍ୟ ସରକାର ତୁରନ୍ତ କମିଟି ଘୋଷଣା କରିବାକୁ ମଞ୍ଚର ଆବାହକ… Continue reading ସାମ୍ବାଦିକ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଆଇନ୍ ପ୍ରଣୟନ କରିବାକୁ ଦାବି କଲା ସାମ୍ବାଦିକ ମିଳିତ ମଞ୍ଚ, ୱେବ୍ ସାମ୍ବାଦିକଙ୍କ ପାଇଁ ମଧ୍ୟ ହେଲା ଦାବି
ସାମ୍ବାଦିକ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଆଇନ୍ ପ୍ରଣୟନ କରିବାକୁ ଦାବି କଲା ସାମ୍ବାଦିକ ମିଳିତ ମଞ୍ଚ, ୱେବ୍ ସାମ୍ବାଦିକଙ୍କ ପାଇଁ ମଧ୍ୟ ହେଲା ଦାବି