ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚ ଟି ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ମୟୁରଭଞ୍ଜ ର କରଞ୍ଜିଆ ବଲାଙ୍ଗିର ର କଣ୍ଟାବାଞ୍ଝି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯାଇଛି । ୫ଞ… Continue reading ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠିତ

ଭାଇରାଲ ହେଲା ଭୁବନେଶ୍ୱର ଶିଶୁବିକାଶ ପ୍ରକଳ୍ପ ଅଧିକାରୀ (ସିଡ଼ିପିଓ)ଙ୍କ ଅଡ଼ିଓ ବାର୍ତାଳାପ

ଗର୍ଭବତୀମହିଳା ଓ ଶିଶୁଙ୍କଜୀବନ ସହିତ ସାଂଘାତିକ ଖେଳଭୁବନେଶ୍ୱର : ସ୍ୱଚ୍ଛତା ଓ ଦୁର୍ନିତିମୁକ୍ତ ସରକାରର ଡିଣ୍ଡିମ ପିଟୁଥିବା ଓଡ଼ିଶା ସରକାରଙ୍କ ସ୍ୱଚ୍ଛତାକୁ ନେଇ ବିରାଟ ପ୍ରଶ୍ନଛିଡ଼ା ହୋଇଛି । ରାଜ୍ୟବାସୀଙ୍କ ହିତ ପାଇଁ ରାଜ୍ୟ ସରକାର ୫ଟି ଅନ୍ତର୍ଗତ ବହୁ ଯୋଜନା କରିଛନ୍ତି । ଏହି ଯୋଜନାଗୁଡ଼ିକ କେବଳ ହିତାଧିକାରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବାବେଳେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ଭୁବନେଶ୍ୱର ଗ୍ରାମାଂଚଳର ଶିଶୁବିକାଶ ପ୍ରକଳ୍ପ ଅଧିକାରୀ (ସିଡ଼ିପିଓ)ଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ଅଙ୍ଗନବାଡ଼ି କେନ୍ଦ୍ରରେ । ଅର୍ଥାତ୍… Continue reading ଭାଇରାଲ ହେଲା ଭୁବନେଶ୍ୱର ଶିଶୁବିକାଶ ପ୍ରକଳ୍ପ ଅଧିକାରୀ (ସିଡ଼ିପିଓ)ଙ୍କ ଅଡ଼ିଓ ବାର୍ତାଳାପ

‘ଉତ୍କଳ ବୁଲେଟିନ୍ ଚାରିଟେବଲ ଟ୍ରଷ୍ଟ୍’ ପକ୍ଷରୁ ବିଶ୍ୱ ମାତୃଭାଷା ଦିବସ ୨୦୨୪ ଅନୁଷ୍ଠିତ

ଭୁବନେଶ୍ୱର, ୨୨.୨.୨୦୨୪: ସାମାଜିକ ଅନୁଷ୍ଠାନ ‘ଉତ୍କଳ ବୁଲେଟିନ୍ ଚାରିଟେବଲ ଟ୍ରଷ୍ଟ୍’ ପକ୍ଷରୁ ଆୟୋଜିତ ଓ ମହିମା ସେବା ପାଉଣ୍ଡେସନ, ଅରଭାନୀ ସମୟର ମିଳିତ ସହଯୋଗରେ ବିଶ୍ୱ ମାତୃଭାଷା ଦିବସ ୨୦୨୪ ସ୍ଥାନୀୟ ଗୋଦାବରୀଶ ସାହିତ୍ୟ ସଂସଦଠାରେ ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟକ ଭାବେ ସଂସ୍କୃତି ପୁରୁଷ ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ସଭାପତିତ୍ୱ, ରୀନା ମହାନ୍ତିଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଗ୍ମୀ, ବରିଷ୍ଠ ସାମ୍ବାଦିକ, ଅଧ୍ୟକ୍ଷ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ପ୍ରଦୁ୍ୟମ୍ନ… Continue reading ‘ଉତ୍କଳ ବୁଲେଟିନ୍ ଚାରିଟେବଲ ଟ୍ରଷ୍ଟ୍’ ପକ୍ଷରୁ ବିଶ୍ୱ ମାତୃଭାଷା ଦିବସ ୨୦୨୪ ଅନୁଷ୍ଠିତ

ରାଜ୍ୟର ସବୁ ଜିଲ୍ଲାରେ ପହଞ୍ଚିଲା ଲକ୍ଷ୍ମୀ ବସ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲକ୍ଷ୍ମୀ ବସ୍ରା ଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ । ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ ଏବଂ କମ୍ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ… Continue reading ରାଜ୍ୟର ସବୁ ଜିଲ୍ଲାରେ ପହଞ୍ଚିଲା ଲକ୍ଷ୍ମୀ ବସ୍

ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ବିଜେପିରେ ଯୋଗ ଦେଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତରେ ସେ ପଦ୍ମ ଧରିଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଡକ୍ଟର ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦେଶକୁ ସାରା ବିଶ୍ୱରେ ସମ୍ମାନିତ କରିଛନ୍ତି । ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ବିଜେପିରେ ମିଶିଛି ।ସେ ଆହୁରି କହିଛନ୍ତି, ଓଡ଼ିଶାରେ ଅନ୍ଧ, ମୂକ ବଧିର ସରକାରକୁ… Continue reading ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭାଷା ଆଇନ ସଂପର୍କିତ ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର,୨୨.୨.୨୦୨୪: ଭାଷା ଆନେ୍ଦାଳନ, ଓଡ଼ିଶା ଓ ଉକôଳ ସାମ୍ବାଦିକ ସଂଘ ଆନୁକୂଲ୍ୟରେ ଭାଷା ଆଇନ ସଂପର୍କିତ ଏକ ଆଲୋଚନାଚକ୍ର ସ୍ଥାନୀୟ ଉକôଳ ସାମ୍ବାଦିକ ସଂଘଠାରେ ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ସମ୍ମିଳନୀ ପାଇଁ ଓ ପଦ୍ମଶ୍ରୀ ଡ. ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ ପାଇଁ ସାଧୁବାଦ ପ୍ରଦାନ କରାଯାଇଥିଲା । ପ୍ରକାଶନି ସଂସ୍ଥା ‘ଶବ୍ଦସ୍ପର୍ଶୀ’ ଆନୁକୂଲ୍ୟରେ ୧୯୪୮ ମସିହା ଠାରୁ ୨୦୧୮ ମସିହା ପର୍ଯ୍ୟନ୍ତ ସମସ୍ତ ସରକାରୀ ଘୋଷଣା, ରାଜପତ୍ର ଓ ନିୟମାବଳୀ… Continue reading ଭାଷା ଆଇନ ସଂପର୍କିତ ସାମ୍ବାଦିକ ସମ୍ମିଳନୀ

ରାଜ୍ୟରେ ଖୋଲିବ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ ଖୋଲିବ । ଚଳିତ ଶିକ୍ଷାବର୍ଷଠାରୁ କାର୍ଯ୍ୟକ୍ଷମ ହେବ ଏସବୁ କଲେଜ । ୫T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଗସ୍ତ ସମୟରେ ନିଜ ଅଞ୍ଚଳରେ ଡିଗ୍ରୀ କଲେଜ ପ୍ରତିଷ୍ଠା ପାଇଁ ଲୋକମାନେ ଅନୁରୋଧ କରିଥିଲେ । ଯାହାକୁ ଭିତ୍ତି କରି ୧୮ଟି ବ୍ଲକରେ ସରକାରୀ ଡିଗ୍ରୀ କଲେଜ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସେହିପରି ଆସନ୍ତା ସପ୍ତାହରେ ୧ ହଜାର ୫୬ ଜଣ ଅଧ୍ୟାପକଙ୍କୁ ଷ୍ଟାଫ୍… Continue reading ରାଜ୍ୟରେ ଖୋଲିବ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ

ପୁରୀରେ ହେବ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର

ଭୁବନେଶ୍ୱର: ପୁରୀରେ ହେବାକୁ ଯାଉଛି ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର । ଏହାର ନିର୍ମାଣ କାମ ପିପିପି ମୋଡରେ କରାଯିବ । ଏଥିପାଇଁ୨୨୦୩ କୋଟି ଟଙ୍କାର ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ୧୦୯୫ ଦିନ ବା ୩ବର୍ଷ ଭିତରେ ବିମାନବନ୍ଦର କାର୍ଯ୍ୟ ଶେଷ ହେବ ବୋଲି ଲକ୍ଷ୍ୟ ରଖାଯାଇଛି ।ଏୟାରପୋର୍ଟ ଜମି ଅଧିଗ୍ରହଣ ପାଇଁ ପରିବେଶ ମଞ୍ଜୁରୀ ମିଳିଥିବା ବେଳେ ବିମାନ ଚଳାଚଳ କରିବା ପାଇଁ ଆବଶ୍ୟକ ପରିବେଶ ଆସେସେମେଣ୍ଟ କ୍ଲିୟରାନ୍ସ ଓ ସିଆରଜେଡ… Continue reading ପୁରୀରେ ହେବ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର

ଚୌଦ୍ୱାରରେ ଟେକ୍ସଟାଇଲ୍ ପାର୍କର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଚୌଦ୍ୱାର: କଟକ ଚୌଦ୍ୱାରରେ ନୂତନ ଶିଳ୍ପର ଶିଳାନ୍ୟାସ ହୋଇଛି । ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିର୍ମିତ ହେବ ୱେଲସ୍ପନ୍ ଇ ଗ୍ରେଟେଡ୍ ଟେକ୍ସଟାଇଲ୍ ପାର୍କ । ପ୍ରକଳ୍ପ ପାଇଁ ୩ ହଜାର ୫୦କୋଟି ଟଙ୍କା ନିବେଶ ହେବ । ୧୦ ହଜାର ଲୋକଙ୍କୁ ମିଳିବ ପ୍ରତ୍ୟେକ୍ଷ ନିଯୁକ୍ତି । ଏହା ସହିତ ଚୌଦ୍ୱାରରେ ଶିଳ୍ପାୟନ ପୁର୍ନବିକାଶର ଏକ ଗୌରବମୟ ଅଧ୍ୟାୟ ଆରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜି… Continue reading ଚୌଦ୍ୱାରରେ ଟେକ୍ସଟାଇଲ୍ ପାର୍କର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

୨୦ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ୨୦ରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା । ସେଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ପରୀକ୍ଷାକୁ କିପରି ଶୃଙ୍ଖଳିତ କରାଯିବ ସେଥିପାଇଁ ସବୁ ବ୍ୟବସ୍ଥା କରାଯାଇଛି । ସମସ୍ତ ୩ହଜାର ୪୭ ଟି ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗା ଯାଇଛି । ଏଥିରୁ ୬ ଶହଟି ସମ୍ବେଦନଶୀଳ ଓ ବିଶେଷ ସମ୍ବେଦନଶୀଳ କେନ୍ଦ୍ରରେ AI କ୍ୟାମେରା ବ୍ୟବସ୍ଥା କରାଯାଇଛି । ପ୍ରଥମ ଥର ଲାଗି ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଜଗିବ ଆର୍ଟିଫିସିଆଲ… Continue reading ୨୦ରୁ ମାଟ୍ରିକ ପରୀକ୍ଷା