
ମଙ୍ଗଳବାର, ବୁଧବାର ପ୍ରବଳ ବର୍ଷା ଓ କୁଆପଥର ମାଡ଼!
ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ ଆସନ୍ତାକାଲି ମଙ୍ଗଳବାର ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର