
ଶତାବ୍ଦୀ ନଗର ୱେଲଫେୟାର ଆସୋସିଏସନ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ
ଭୁବନେଶ୍ୱର: ଆଜି ସାରା ଦେଶରେ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ଏହି ଅବସରରେ ଭୁବନେଶ୍ୱରସ୍ଥିତ ଶତାବ୍ଦୀ ନଗର ୱେଲଫେୟାର ଆସୋସିଏସନ ପକ୍ଷରୁ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ ଶତାବ୍ଦୀ ନଗର ୱେଲଫେୟାର