
ବିଜେଡିରେ ମିଶିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା
ଭୁବନେଶ୍ଵର: ବିଜେଡି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ଆଜି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ବିଜେଡିରେ ମିଶିଛନ୍ତି । ମାର୍ଚ୍ଚ ୨୯ ତାରିଖରେ ବିଜେପିରୁ ଇସ୍ତଫା ଦେଇଥିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା । ୨୦୧୯ ନିର୍ବାଚନ ପୂର୍ବରୁ କଂଗ୍ରେସ