
ଜମ୍ମୁକଶ୍ମୀର ନିର୍ବାଚନ: ପ୍ରାର୍ଥୀ ତାଲିକା ଜାରି କଲା ବିଜେପି
ଜମ୍ମୁକଶ୍ମୀର ବିଧାନସଭା ନିର୍ବାଚନ। ପ୍ରଥମ କରି ଧାରା ୩୭୦ ଉଚ୍ଛେଦ ପରେ କଶ୍ମୀର ଉପତ୍ୟକାରେ ପଡିବାକୁ ଯାଉଛି ଭୋଟ୍। ଜମ୍ମୁକଶ୍ମୀର ବିଧାନସଭା ନିର୍ବାଚନ ଜିତିବା ପାଇଁ ସମସ୍ତ ରାଜନୈତିକ ଦଳ ଅଣ୍ଟା ଭିଡି ସାରିଲେଣି। ଏହାରି ଭିତରେ ପ୍ରଥମ ପର୍ୟ୍ୟାୟ ପାଇଁ






