
Snana Purnima: ସ୍ନାନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ: ରତ୍ନସିଂହାସନରୁ ସ୍ନାନବେଦୀକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂରତି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ତାପରେ ବଡ଼ଠାକୁର ବଳଭଦ୍ର, ତାଙ୍କ ପଛକୁ ଦେବୀ ସୁଭଦ୍ରା ଓ ଶେଷରେ ଆସି ସ୍ନାନ ବେଦୀରେ ବିଜେ କରିଛନ୍ତି ମହାପ୍ରଭୁ ଜଗନ୍ନାଥ । ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ