ମୁଖ୍ୟ ଖବର

ମହାନଗର

ଇସ୍ତଫା ଦେଲେ ସୁରେଶ ମହାପାତ୍ର ଓ ଆର୍ ବାଲକ୍ରିଷ୍ଣନ

ଭୁବନେଶ୍ୱର: ଚଳିତ ସାଧାରଣ ନିର୍ବାଚନରେ ବିଜେଡି ହାରିବା ପରେ ମୁଖ୍ୟମନ୍ତ୍ରୀ ପଦରୁ ନବୀନ ପଟ୍ଟନାୟକ ୫ ତାରିଖରେ ଇସ୍ତଫା ଦେଇଛନ୍ତି । ତାଙ୍କ ସହ ଏବେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନିଯୁକ୍ତ ଅନେକ ବରିଷ୍ଠ ଅଫିସର ଇସ୍ତଫା ଦେବା ଆରମ୍ଭ କରିଛନ୍ତି ।

Read More »
ମୁଖ୍ୟ ଖବର

ଭିଷଣ ବାତ୍ୟାରେ ପରିଣତ ହେଲା ରେମାଲ

ଭୁବନେଶ୍ୱର: ବଙ୍ଗୋପସାଗରର ଉତ୍ତର ଉପକୂଳରେ ବାତ୍ୟା ରେମାଲ ଭିଷଣ ବାତ୍ୟାରେ ପରିଣତ ହୋଇଛି। ଏହା ସାଗର ଦ୍ୱୀପପୁଞ୍ଜରୁ ପ୍ରାୟ ୨୭୦ କିଲୋମିଟର ଦୁରରେ ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଅନୁଯାୟୀ ବାତ୍ୟା ରେମାଲ ସ୍ଥଳଭାଗ ଛୁଇଁବା ସମୟରେ ପବନର

Read More »
ମୁଖ୍ୟ ଖବର

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଛାତ୍ରୀଙ୍କ ପାସ୍‌ ହାର ୯୬.୭୩% ରହିଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୩୯% ରହିଛି। ୩୦ ଜିଲା ମଧ୍ୟରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ପାସ୍‌ ହାର ୯୭.୯୮% ରହିଥିବା

Read More »
ମୁଖ୍ୟ ଖବର

ଭୋଟ୍ ଦେଲେ ରାଷ୍ଟ୍ରପତି

ଆଜି ଷଷ୍ଠ ପର୍ୟ୍ୟାୟ ନିର୍ବାଚନରେ ମୋଟ ୫୮ଟି ଆସନ ପାଇଁ ଚାଲିଛି ମତଦାନ। I ୬ଟି ରାଜ୍ୟ ଏବଂ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳର ଜନତା ମତସାବ୍ୟସ୍ତ କରୁଥିବା ବେଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ମତଦାନ କରିଛନ୍ତି । ସେ ଦେଶର

Read More »
ମହାନଗର

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ଏରୋଡ୍ରୋମ୍ ପ୍ରାଇମେରୀ ସ୍କୁଲର ୧୧୪ନଂ ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏରୋଡ୍ରୋମ୍ ପ୍ରାଇମେରୀ ସ୍କୁଲର ୧୧୪ନଂ ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଣତନ୍ତ୍ରର ଏ ମହାପର୍ବରେ ସମସ୍ତ ଭୋଟର ନିଜ ମତଦାନ

Read More »
ମୁଖ୍ୟ ଖବର

ଆସନ୍ତାକାଲି ଦେଶରେ ଷଷ୍ଠ ପର୍ୟ୍ୟାୟ ଭୋଟ୍

ଆସନ୍ତାକାଲି ଦେଶରେ ମୋଟ୍ ୫୮ଟି ଲୋକସଭା ଆସନ ଲାଗି ମତଦାନ କରିବେ ଭୋଟର । ଆସନ୍ତାକାଲି ଦେଶରେ ଷଷ୍ଠ ପର୍ୟ୍ୟାୟରେ ଆଠ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ମତଦାନ ହେବ। ଭୋଟିଂ ପ୍ରକ୍ରିୟା ସକାଳ ୭ଟାରୁ ସଂଧ୍ୟା ୬ଟା

Read More »
ମୁଖ୍ୟ ଖବର

ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ ଶୋ’

ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସକାଳୁ ପୁରୀ ରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିବା ପରେ କରିଛନ୍ତି ବିଶାଳ ରୋଡ ଶୋ’ । ପୁରୀରେ ଦେଖିବାକୁ ମିଳିଲା ମୋଦି ମ୍ୟାଜିକ । ବଡ଼ଦାଣ୍ଡ ପାଲଟିଲା ଜନ ସମୁଦ୍ର। ପ୍ରଧାନମନ୍ତ୍ରୀଙ୍କୁ ଦେଖିବାକୁ

Read More »
ମୁଖ୍ୟ ଖବର

୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ; ୨୪ରେ ଅବପାତ ସମ୍ଭାବନା

ଭୁବନେଶ୍ୱର: ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ

Read More »
ମୁଖ୍ୟ ଖବର

୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ….

ଭୁବନେଶ୍ୱର: ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର , ନିକୋବର ଦ୍ୱୀପ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଗତବର୍ଷ ମଧ୍ୟ ଏହି ସମୟରେ ଏସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ତାରିଖ ଅନୁସାରେ

Read More »
ମୁଖ୍ୟ ଖବର

ଆଜି ପବିତ୍ର ଅକ୍ଷୟ ତୃତୀୟା; ଅକ୍ଷିମୁଠି ଅନୁକୂଳ

ଆଜି ପବିତ୍ର ଅକ୍ଷୟ ତୃତୀୟା। ଆଜିଠୁ ଆରମ୍ଭ ହୋଇଯାଇଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ଅନୁକୁଳ ନୀତି ଓ ଚନ୍ଦନଯାତ୍ରା। ଏଥିପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସମସ୍ତ ପ୍ରସ୍ତୁତି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ସମ୍ମୁଖରେ ତିନୋଟି ୧୨

Read More »