
ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା
ବାଲିଅନ୍ତା: ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ବାଳକାଟି ଠାରେ ଥିବା ଶ୍ରୀକନଭେନେସନ୍ ମଣ୍ଡପରେ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଶିକ୍ଷା ଜଗତରେ ବିଦ୍ୟାର୍ଥୀ, ଆଦର୍ଶ ଶିକ୍ଷକ ଓ ଆଦର୍ଶ ଶିକ୍ଷା ଅନୁଷ୍ଠାନ